ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ, ୨ ଗୁରୁତର

ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା ବୋଲି ଘାଘରବେଡ଼ା ଥାନା ଅଧିକାରୀ କହିଛନ୍ତି।

Accident PhotoOR

ଦୁର୍ଘଟଣାଗ୍ରସ୍ତ ସ୍କୁଟି

Jitendra Garnayak
  • Published: Saturday, 13 January 2024
  • Updated: 13 January 2024, 09:42 PM IST

Sports

Latest News

ମୟୁରଭଞ୍ଜ ଜିଲ୍ଲା ଘାଘରବେଡ଼ା ଥାନା ଅନ୍ତର୍ଗତ ଶଙ୍କରପୁର ନିକଟରେ ଏକ ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା ବୋଲି ଘାଘରବେଡ଼ା ଥାନା ଅଧିକାରୀ କହିଛନ୍ତି। ଗୁରୁତର ଥିବା ୨ ଜଣଙ୍କୁ କେନ୍ଦୁଝର ଜିଲ୍ଲା ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି। 

Also Read

ଅନ୍ୟପକ୍ଷରେ ଆଜି କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ପାତ୍ରପୁଟ ଗାଁ ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ଗୁରୁତର ଆହତ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story