Accident
ମୟୁରଭଞ୍ଜ ଜିଲ୍ଲା ଘାଘରବେଡ଼ା ଥାନା ଅନ୍ତର୍ଗତ ଶଙ୍କରପୁର ନିକଟରେ ଏକ ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।
ଘଟଣାସ୍ଥଳରେ ହିଁ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା ବୋଲି ଘାଘରବେଡ଼ା ଥାନା ଅଧିକାରୀ କହିଛନ୍ତି। ଗୁରୁତର ଥିବା ୨ ଜଣଙ୍କୁ କେନ୍ଦୁଝର ଜିଲ୍ଲା ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ଅନ୍ୟପକ୍ଷରେ ଆଜି କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ପାତ୍ରପୁଟ ଗାଁ ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ଗୁରୁତର ଆହତ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Accident_1705162219.jpg)