Advertisment

ଟ୍ରେଲର ପଛରେ ପିଟି ହେଲା ବାଇକ: ୩ ମୃତ

ଦରି ନିକଟରେ ଏହି ଦୁର୍ଘଟଣା ଘଟିଛି।

ଅଦ୍ୟତନ ହୋଇଛି
Bike

Bike

Advertisment

ଟ୍ରେଲର ପଛରେ ଏକ ବାଇକ ପିଟି ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ଦରି ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା।

Advertisment

ମୃତକମାନେ କାଠକରଞ୍ଜିଆ ଅଞ୍ଚଳର ବୋଲି ଜଣାପଡ଼ିଛି। ତେବେ ଖବର ଲେଖାଯିବା ସୁଦ୍ଧା ସେମାନଙ୍କ ପରିଚୟ ମିଳିପାରିନି। 

ତିନି ଜଣ ଯୁବକ ଏକ ବାଇକରେ ଦ୍ରୁତଗତିରେ ଆସି ଟ୍ରେଲରରେ ପିଟି ହୋଇଯାଇଥିଲେ। ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ଘଟିଥିଲା। ଟ୍ରେଲରଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। 

Advertisment
Accident Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe