/odisha-reporter/media/post_attachments/uploadimage/library/16_9/16_9_0/Tiger_1715321892.jpg)
Tiger
ବାଘ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଞ୍ଜ ସାହେବୀ ପଞ୍ଚାୟତ ମାନକୁଣ୍ଡା ଜଙ୍ଗଲରେ ଘଟିଛି ଏହି ଘଟଣା।
Advertisment
ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ସାଦ ମୁଣ୍ଡା। ତାଙ୍କ ଘର ଧଣ୍ଡମୁଣ୍ଡା ଗାଁରେ। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା।
ଏକ କଲରା ପତରିଆ ବାଘ ଆକ୍ରମଣରେ ସାଦ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ବନ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ରେଢ଼ାଖୋଲ ଡାକ୍ତରଖାନାକୁ ପଠାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
