ଗତକାଲି ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ଗାଡ଼ି ମୁହାଁମୁହିଁ ଧକ୍କା ହେବାରୁ ୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ବହୁ ଜଣ ଆହତ ହୋଇଥିବା ଜଣାଯାଇଛି। ଦିଲ୍ଲୀର ଆଲିପୁର ରୋଡରେ ଗତ ରାତିରେ ଏହି ଦୁର୍ଘଟଣା ଘଟିଛି।
ଖବର ପାଇ ପୁଲିସ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହାପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ତୁରନ୍ତ ମେଡିକାଲ ପଠାଯାଇଛି। ଏଥିସହ ଘଟଣାସ୍ଥଳରେ ପ୍ରାଣ ହରାଇଥିବା ୪ ଜଣଙ୍କ ଚିହ୍ନଟ କରି ସେମାନଙ୍କ ପରିବାରବର୍ଗଙ୍କୁ ପୁଲିସ୍ ସୂଚନା ଦେଇଛି।
ଏହା ପୂର୍ବରୁ ଦିଲ୍ଲୀ- ମେରଡ ଗାଜିଆବାଦ ହାଇୱେ ଉପରେ ଗତ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଏକ ବସ୍ ଓ କାର୍ ମଧ୍ୟରେ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିଲା।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।