Advertisment

ଶ୍ରାଦ୍ଧ ଦେବା ପାଇଁ ଆସିଥିଲେ ୨ ସଂପର୍କୀୟ ଭାଇ, ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ିଗଲେ

ରଜକିରଣଙ୍କ ଘର ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିରେ। ସେହିପରି ତାଙ୍କ ସଂପର୍କୀୟ ଭାଇ ନଳିନୀକାନ୍ତ ଇଚ୍ଛାପୁରମରେ ରହୁଥିଲେ।

undefined

DeadBody

Advertisment

ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଆଜି ୨ ସଂପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ରଜକିରଣ ଶତପଥୀ (୨୩) ଓ ନଳିନୀକାନ୍ତ ତ୍ରିପାଠୀ (୨୭)। ରଜକିରଣଙ୍କ ଘର ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିରେ। ସେହିପରି ତାଙ୍କ ସଂପର୍କୀୟ ଭାଇ ନଳିନୀକାନ୍ତ ଇଚ୍ଛାପୁରମରେ ରହୁଥିଲେ।

Advertisment

ରଜକିରଣ ଓ ନଳିନୀକାନ୍ତ ଶ୍ରାଦ୍ଧ ଦେବା ପାଇଁ ପୁରୀ ଆସିଥିଲେ। ସେମାନେ ନରେନ୍ଦ୍ର ପୁଷ୍କରିଣୀରେ ଗାଧୋଇବା ବେଳେ ଅସାବଧାନତା ବଶତଃ ବୁଡ଼ି ଯାଇଥିଲେ ବୋଲି ଜଣାପଡ଼ିଛି। ଅଗ୍ନିଶମ ବାହିନୀ ୨ ଭାଇଙ୍କୁ ପାଣିରୁ ଉଦ୍ଧାର କରିଥିଲା। ତେବେ ସେତେବେଳକୁ ସେମାନଙ୍କର ମୃତ୍ୟୁ ଘଟି ସାରିଥିଲା।

Drowning Death Drowning Case
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe