ରାତିରେ ଖାଇ ଶୋଇଲେ ଦାଦା,ପୁତୁରା; ସକାଳେ ଚାଲିଗଲା ଜୀବନ

ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ।

Tension situation PhotoOR

ପୁଲିସ ଘଟଣାର ତଦନ୍ତ କରୁଛି

Tapaswini Nayak
  • Published: Wednesday, 20 November 2024
  • Updated: 20 November 2024, 10:14 AM IST

Sports

Latest News

ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଶିରସ୍ତା ଗାଁରେ ୨ଜଣ ବ୍ୟକ୍ତିଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଖାଦ୍ୟ କିମ୍ବା ପାନୀୟରେ ବିଷକ୍ରିୟା ଯୋଗୁ ଉଭୟଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ମୃତକ ଦ୍ୱୟ ହେଲେ ସିରସ୍ତା ଗାଁର ବିଭୂତି ସାମଲ ଓ ଗୋପବନ୍ଧୁ ସାମଲ। ଉଭୟ ସମ୍ପର୍କରେ ଦାଦା ପୁତୁରା ବୋଲି ସୂଚନା ମିଳିଛି।

ଗତକାଲି ରାତିରେ ଉଭୟ ରାତ୍ରି ଭୋଜନ ଖାଇବା ପରେ ଛାତି ଓ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ। ଉଭୟଙ୍କୁ ପ୍ରଥମେ ପାଟକୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କେନ୍ଦ୍ରପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।ସେଠାରେ ଚିକିସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ଘଟିଛି। 

Also Read

 ତେବେ ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପ୍ରକୃତ ସତ ଜଣାପଡ଼ିବ ବୋଲି  ସୂଚନା ମିଳିଛି। 

...

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story