Advertisment

Accident: ଭୁବନେଶ୍ୱରରେ କାନ୍ଥ ଭୁଶୁଡ଼ି ୨ ମୃତ

ଡ୍ରେନ କାମ ଚାଲୁଥିବା ବେଳେ ଏକ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Dead
Advertisment

ରାଜଧାନୀ ଭୁବନେଶ୍ୱରରେ କାନ୍ଥ ଭୁଶୁଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି।  ଭୁବନେଶ୍ୱରର ବଡ଼ଗଡ଼ର ଭୋଇ ସାହିରେ ଏହି ଅଘଟଣ ଘଟିଛି।

Advertisment

ଏଠାରେ ଡ୍ରେନ କାମ ଚାଲୁଥିବା ବେଳେ ଏକ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି। 

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe