ଝାରସୁଗୁଡ଼ାରେ ଇବ୍ ନଦୀରେ ବୁଡ଼ି ଦୁଇ ଜଣ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ନିଖୋଜ ବ୍ୟକ୍ତି ଦ୍ୱୟ ରାଜସ୍ଥାନର ସୋହନ ପାଲେୱାଲ ଓ ମଙ୍ଗିଲାଲ ପାଲେୱାଲ ବୋଲି ପୁଲିସ ସୂଚନା ଦେଇଛି।
Also Read
ସୋହନ ଓ ମଙ୍ଗିଲାଲ ସେମାନଙ୍କର କିଛି ସାଙ୍ଗଙ୍କ ସହ ଇବ ନଦୀକୁ ଗାଧେଇବା ପାଇଁ ଯାଇଥିବାବେଳେ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ଏମାନେ ରାଜସ୍ଥାନରୁ ଆସି ଝାରସୁଗୁଡ଼ାର ଗାନ୍ଧୀଛକ ଅଞ୍ଚଳରେ ଛୋଟ ଛୋଟ ଦୋକାନ ଲଗାଇ ଜଲେବି ବିକ୍ରି କରୁଥିବା ପୁଲିସ କହିଛି। ଗାନ୍ଧୀଛକ ଫାଣ୍ଡି ପୁଲିସ ଏବଂ ଅଗ୍ନିଶମ ବିଭାଗ ସେମାନଙ୍କୁ ଖୋଜାଖୋଜି କରିଥିଲେ ବି ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କର ପତ୍ତା ମିଳି ନଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।
Accident
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।