/odisha-reporter/media/post_attachments/uploadimage/library/16_9/16_9_0/Accident_1755350854.jpg)
Accident
ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ବିରତୋଳା ପଥପ୍ରାନ୍ତ ବିଶ୍ରାମ ଗୃହ ସମ୍ମୁଖରେ ୧୪୩ ନମ୍ବର ଜାତୀୟ ରାଜପଥରେ ଏକ ଟାଇଲ ବୋଝେଇ ପିକ୍ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଡାଲାରେ ବସିଥିବା ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଗାଡ଼ି ଚାଳକ ଗୁରୁତର ଆହତ ହୋଇଛନ୍ତି।
Advertisment
ଏହି ଗାଡ଼ିଟି ରାଉରକେଲାରୁ ବଣାଇ ଅଭିମୁଖେ ଯାଉଥିବା ବେଳେ ବିରତୋଳା ପଥପ୍ରାନ୍ତ ବିଶ୍ରାମ ଗୃହ ସମ୍ମୁଖରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ଶ୍ରମିକ ଦ୍ୱୟଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଡ୍ରାଇଭରଙ୍କୁ ଲହୁଣୀପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
