Advertisment

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ମୃତକମାନେ ସିନାପାଲି ଥାନା ଦର୍ଲିପଡ଼ା ଗାଁର ବୋଲି ଜଣାପଡ଼ିଛି।

Accident

Accident

Advertisment

ନୂଆପଡ଼ା ଜିଲ୍ଲା ସିନାପାଲି ନିକଟ ବିଜୁ ଏକ୍ସପ୍ରେସ ୱେରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

Advertisment

ମୃତକମାନେ ସିନାପାଲି ଥାନା ଦର୍ଲିପଡ଼ା ଗାଁର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ଘଟିଥିଲା। ଜଣେ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ସିନାପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

ନୂଆପଡ଼ାରୁ ମାୟାଧର ସରାଫଙ୍କ ରିପୋର୍ଟ

Road Accident Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe