Advertisment

ପୋଖରୀରେ ବୁଡ଼ ୨ ନାବାଳକ ମୃତ

ରିତେଶ ଓ ରାକେଶ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ କୌଣସି କାରଣ ବଶତଃ ବୁଡ଼ି ଯାଇଥିଲେ।

author-image
Jitendra Garnayak
DeadBody

DeadBody

ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ସୋରଡ଼ାରେ ପୋଖରୀରେ ବୁଡ଼ି ୨ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବାବୁ ନାୟକଙ୍କ ପୁଅ ରିତେଶ ନାୟକ ଓ ମହେଶ୍ୱର ନାୟକଙ୍କ ପୁଅ ରାକେଶ ନାୟକ।

Advertisment

ରିତେଶ ଓ ରାକେଶ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ କୌଣସି କାରଣ ବଶତଃ ବୁଡ଼ି ଯାଇଥିଲେ। କିଛି ଗ୍ରାମବାସୀ ସେମାନଙ୍କୁ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେମାନଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।

Drowning Drowning Death