Advertisment

ଓଡ଼ିଶାରେ ବଢ଼ି ଚାଲିଛି ଅନିଚ୍ଛାକୃତ ଆଘାତ ମୃତ୍ୟୁ

ଦେଶରେ ବଢ଼ି ଚାଲିଛି ଅନିଚ୍ଛାକୃତ ଆଘାତ ମୃତ୍ୟୁ। ଏଭଳି ମୃତ୍ୟୁରେ ଓଡ଼ିଶା ଦେଶରେ ଅଷ୍ଟମ ସ୍ଥାନରେ ରହିଛି।

author-image
Manoj Swain

ସାବଧାନ ! ଦେଶରେ ବଢ଼ି ଚାଲିଛି ଅନିଚ୍ଛାକୃତ ଆଘାତ ମୃତ୍ୟୁ। ଏଭଳି ମୃତ୍ୟୁରେ ଓଡ଼ିଶା ଦେଶରେ ଅଷ୍ଟମ ସ୍ଥାନରେ ରହିଛି। ରାଜ୍ୟରେ ବର୍ଷକୁ ଲକ୍ଷେ ଲୋକଙ୍କ ଭିତରୁ ପ୍ରାୟ ୪୬ ଜଣଙ୍କ ଜୀବନ ନେଉଛି ଅନିଚ୍ଛାକୃତ ଆଘାତ। ୨୦୨୨ ମସିହାରେ ଅକାଳରେ ଲିଭି ଯାଇଛି ୨୧ ହଜାର ୧୩ଟି ଜୀବନ ଦୀପ। ଅର୍ଥାତ୍ ପ୍ରତିଦିନ ୫୭ ଜଣରୁ ଅଧିକ ଲୋକଙ୍କ ମୃତ୍ୟୁର କାରଣ ପାଲଟୁଛି ଅନିଚ୍ଛାକୃତ ଆଘାତ। 

Advertisment
Odisha