Advertisment

ସ୍ୱାମୀଙ୍କ ଜୁଇ ଲିଭିବା ପୂର୍ବରୁ ଝୁଲି ପଡ଼ିଲେ ପତ୍ନୀ

ସ୍ୱାମୀଙ୍କ ମୃତ୍ୟୁକୁ ସହଜେ ଗ୍ରହଣ କରି ପାରି ନ ଥିବା ପତ୍ନୀ ନେଲେ ଚରମ ନିଷ୍ପତ୍ତି। ସ୍ୱାମୀଙ୍କ ଜୁଇ ଲିଭିବା ପୂର୍ବରୁ ନିଜେ ବି ଝୁଲି ପଡ଼ି ଜୀବନ ହାରିଛନ୍ତି।

Advertisment

ଆଲୋକର ପର୍ବ ଦୀପାବଳିରେ ପରିବାର ଉପରେ ଘୋଟି ଆସିଲା କଳା ଅନ୍ଧାର। ଦୀପାବଳି ଦିନ ଏକ ଦୁର୍ଘଟଣାରେ ସ୍ୱାମୀଙ୍କ ମୃତ୍ୟୁ ପରେ ଭାଙ୍ଗି ପଡ଼ିଥିଲା ପୂରା ପରିବାର। ସ୍ୱାମୀଙ୍କ ମୃତ୍ୟୁକୁ ସହଜେ ଗ୍ରହଣ କରି ପାରି ନ ଥିବା ପତ୍ନୀ ନେଲେ ଚରମ ନିଷ୍ପତ୍ତି। ସ୍ୱାମୀଙ୍କ ଜୁଇ ଲିଭିବା ପୂର୍ବରୁ ନିଜେ ବି ଝୁଲି ପଡ଼ି ଜୀବନ ହାରିଛନ୍ତି। ଫଳରେ ବାପାମା’ଙ୍କୁ ହରାଇ ଅନାଥ ହୋଇ ପଡ଼ିଛନ୍ତି ୨ ଝିଅ । ଏପରି ଏକ ହୃଦୟ ବିଦାରକ ଘଟଣା ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ସୁନାଖଳା ଅଞ୍ଚଳରେ ଘଟିଛି।

Advertisment
Khordha Odisha Suicide
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe