ରାତି ଅଧରେ ଯୋବ୍ରା ନିକଟ ମହାନଦୀକୁ ଡେଇଁ ପଡିଲେ ଯୁବକ। ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ। ନିଖୋଜ ଯୁବକ ଜଣକ ହେଲେ କଟକ ସ୍ଥିତ ଛତ୍ରବଜାର ଅଞ୍ଚଳର ପ୍ରଶାନ୍ତ ରାଉତ। ଆଜି ସକାଳେ ଅଗ୍ନିଶମ ବାହିନୀ ପହଞ୍ଚି ଯୁବକଙ୍କୁ ଖୋଜାଖୋଜି ଆରମ୍ଭ କରିଛନ୍ତି।
ଗତକାଲି ବିଳମ୍ବିତ ରାତିରେ ଯୁବକ ଜଣଙ୍କ ଆସି ମହାନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ରାତି ହୋଇଥିବାରୁ ଅଗ୍ନିଶମ ବାହିନୀ ଖୋଜାଖୋଜି କରି ନଥିଲେ।
Also Read
ଆଜି ସକାଳେ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି। ତେବେ ଯୁବକ ଜଣଙ୍କ କାହିଁକି ମହାନଦୀକୁ ଡେଇଁଲେ,ଏହା ପଛରେ କେଉଁ କାରଣ ଅଛି ତାହା ଜଣାପଡ଼ି ନାହିଁ। ଯୋବ୍ରା ବ୍ରିଜ ଉପରେ ଯୁବକଙ୍କ ଟୋପି ଓ ଚପଲ ପଡ଼ିଛି। ଅନ୍ୟପକ୍ଷରେ ଯୁବକଙ୍କ ପରିବାର ଲୋକଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।