ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ଆହାତ ହୋଇଛି। ଗୁରୁତର ମହିଳା ଜଣଙ୍କ ହେଲେ ମନ୍ଦାକିନୀ ବେହେରା। ଘଟଣାଟି ହେଉଛି ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ ସିଆରିମାଳିଆ ଗାଁରେ।
Also Read
ଆଜି ସକାଳେ ସିଆରିମାଳିଆ ଗାଁରେ ୧୧ ଟିକିଆ ହାତୀ ପଲ ପଶି ଯାଇଥିଲେ। ସେଇ ରାସ୍ତା ଦେଇ ମନ୍ଦାକିନୀ ଯାଉଥିଲେ। ହଠାତ୍ ଏକ ଦନ୍ତା ହାତୀ ତାର ଶୁଣ୍ଢରେ ତାଙ୍କୁ ଟାଣି ଆଣି ରାସ୍ତାରେ କଚାଡ଼ି ଦେଇଥିଲେ। ମନ୍ଦାକିନୀ ପାଟିକରି ଲୋକଙ୍କୁ ଡାକିବାରୁ ସ୍ଥାନୀୟ ଲୋକେ ଓ ବନର୍କଚାରୀ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରି ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଚିକିତ୍ସା କରିବା ପରେ ଜଣାପଡ଼ିଥିଲା ଯେ ମନ୍ଦାକିନୀଙ୍କର ଗୋଡ଼ ଭାଙ୍ଗିବା ସହ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗିଛ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ରୋଲରକୁ ପିଟିଲା ବସ୍, ୧୫ ଆହତ
ଆଜି ସକାଳେ ବସ୍ଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଆନନ୍ଦପୁରରୁ ଭଦ୍ରକ ଅଭିମୁଖେ ଆସୁଥିଲା
Accident
ବାଇକ୍ରେ ଯାଉଥିଲେ; ୪ ଯୁବକଙ୍କ ଉପରେ ମାଡ଼ିଗଲା ମାଲବାହୀ ଟ୍ରକ୍
ଆଜି ସକାଳେ ବୈପାରୀଗୁଡ଼ା ବ୍ଲକ ବିଚଲକଟା ଗ୍ରାମର ୪ଜଣ ଯୁବକ ବାଇକ୍ ଯୋଗେ କୌଣସି କାମରେ ଯାଉଥିଲେ।
Accident
ହାତୀ ଘଉଡାଇବାକୁ ଯାଇଥିଲେ; କଚାଡି ମାରିଦେଲା
ଗତ ୧୮ ତାରିଖରେ ହାତୀବାରି ଅଞ୍ଚଳରେ ଧାନ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା।
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।