ବିଶ୍ୱକର୍ମା ମୂର୍ତ୍ତି ଭସାଣ ବେଳେ କୁଆଖାଇ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ନିଖୋଜ ଯୁବକ ଜଣଙ୍କ ହେଲେ ପ୍ରଫୁଲ୍ଲ ବିଶ୍ୱାଳ। ତାଙ୍କ ଘର ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ।
ଗତକାଲି ସନ୍ଧ୍ୟାରେ ପ୍ରଫୁଲ୍ଲ ଅନ୍ୟ ଯୁବକଙ୍କ ସହ ବିଶ୍ୱକର୍ମାଙ୍କ ମୂର୍ତ୍ତି ଭସାଣ କରିବା ପାଇଁ କୁଆଖାଇ ନଦୀକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ବୁଡ଼ିଯାଇଥିଲେ। ଅଗ୍ନିଶମ ବାହିନୀ ତାଙ୍କୁ ଯେତେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନଥିଲା। ରାତି ହେବାରୁ ଆଉ ଖୋଜାଖୋଜି କରାଯାଇଥିଲ।
ଆଜି ସକାଳେ ପ୍ରଫୁଲ୍ଲଙ୍କୁ ଅଗ୍ନିଶମ ବାହିନୀ ଖୋଜାଖୋଜି କରୁଛନ୍ତି। ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ। ପ୍ରଫୁଲ୍ଲ ପାଇପ୍ ମିସ୍ତ୍ରୀ ଭାବରେ କାମ କରୁଥିଲେ।
Also Read
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ପିକନିକ୍ ଯିବା ବେଳେ ଦୁଇ ଗାଡ଼ି ମୁହାଁମୁହିଁ ଧକ୍କା, ୬ ଗୁରୁତର
ନୂଆ ବର୍ଷ ପିକନିକ୍ ପାଇଁ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା। ଏକ ବୋଲେରୋ ଏବଂ ମହିନ୍ଦ୍ରା ଏକ୍ସୟୁଭି ଗାଡ଼ି ମୁହାଁମୁହିଁ ଧକ୍କା ହେବାରୁ ୬ ଜଣ ଗୁରୁତର ହୋଇଛନ୍ତି।
Accident
ରାସ୍ତା ମଝିରେ ଦୁଇ ବାଇକ୍ ମୁହାଁମୁହିଁ; ୨ ଯୁବକଙ୍କ ମୃତ୍ୟୁ
ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳଗୁମ୍ମା ପଞ୍ଚାୟତ ଚିତ୍ରକୋଟ ଗାଁର ପୂର୍ଣ୍ଣ ମାଝୀ ମେଗା ଜଳ ଯୋଗାଣ ପ୍ରକଳ୍ପରେ ୱାଲ ଅପେରଟର ଭାବେ କାର୍ଯ୍ୟ କରୁଥିଲେ। ଆଜି ଅପରାହ୍ନରେ ସେ ତେନ୍ତୁଳିଖୁଣ୍ଟି ଗାଁର ଏକ ହଟେଲକୁ ଖାଇବାକୁ ଯାଇଥିଲେ।
Accident
ଗଞ୍ଜେଇ ଧରି ଦ୍ରୁତଗତିରେ ଯାଉଥିଲେ, ଗଛରେ ପିଟି ହେଲେ
ଛତିଶଗଡ଼ ଅଞ୍ଚଳର ଜଣେ ଯୁବକ ବ୍ୟାଗରେ ଗଞ୍ଜେଇ ଧରି ବାଇକ୍ରେ ଦ୍ରୁତଗତିରେ ସୋନପୁର କଲେଜ ରାସ୍ତାରେ ଯାଉଥିଲେ। ତେବେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଗଛରେ ପିଟି ହୋଇଥିଲେ।
Accident
ଲେଡିଜ୍ ହଷ୍ଟେଲରେ ଲାଗିଲା ନିଆଁ, ସବୁ ପୋଡ଼ି ପାଉଁଶ
ଉପର ମହଲାରେ ନିଆଁ ଲାଗିଥିବାରୁ ସମସ୍ତ ଆସବାବପତ୍ର ପୋଡ଼ି ନଷ୍ଟ ହୋଇ ଯାଇଛି। ।
Accident
ପ୍ଲାଟଫର୍ମରେ ପଶୁଥିଲା ଟ୍ରେନ୍, ଛିଣ୍ଡିଲା ବିଦ୍ୟୁତ୍ ତାର
ଝାରସୁଗୁଡ଼ା ରେଳ ଷ୍ଟେସନର ୨ ନମ୍ବର ପ୍ଲାଟଫର୍ମରେ ପଶିବା ବେଳକୁ ବିଦ୍ୟୁତ ତାର ଛିଣ୍ଡି ଯାଇଥିଲା । ତେବେ ଇଲେକ୍ଟ୍ରି ତାର ଯୋଗୁ ବିଭିନ୍ନ ସ୍ଥାନରେ ଚାର୍ଜ ହୋଇଯାଇଥିଲା ।