୧୨ ଡିସେମ୍ବର,ମଙ୍ଗଳବାର; ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ

ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

Rasi PhotoOR

Rasi

Tapaswini Nayak
  • Published: Tuesday, 12 December 2023
  • Updated: 12 December 2023, 08:00 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ସଫଳତା ମିଳିଲେ ମଧ୍ୟ ଗୁପ୍ତଶତ୍ରୃ ଅସୁବିଧାରେ ପକାଇ ପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ ଏବଂ ପାରିବାରିକ ଅଶାନ୍ତି ଦେଖାଯିବ । ନିର୍ମାଣଧୀନ କାର୍ଯ୍ୟ ପାଇଁ ବ୍ୟସ୍ତତା ଅନୁଭବ କରିବେ ।

ବୃଷ: ସାମାଜିକ କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ କିନ୍ତୁ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହିତ ପୂଜାପୁଜିରେ ସମୟ ବିତାଇବେ ।ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ଏବଂ ଅର୍ଥଲାଭ ହେବ।

Also Read

ମିଥୁନ: ଅଚାନକ ଅର୍ଥ ହାତକୁ ଆସିବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ । କର୍ମକ୍ଷେତ୍ରରେ ଲାଭ ମିଳିବ ଏବଂ ନୂଆବନ୍ଧୁଙ୍କ ସହିତ ମିଳନ ହେବ ।

କର୍କଟ: ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ନଚେତ୍ ଅସୁବିଧାରେ ପଡିପାରନ୍ତି । ପରିବାରରେ ଛୋଟ କଥାକୁ ନେଇ ଅସନ୍ତୋଷ ଦେଖାଯିବାରୁ ମନ ଭଲ ରହିବ ନାହିଁ ।ବ୍ୟବସାୟରେ ଅଶାନୁସାରେ ଲାଭ ପାଇବେ ନାହିଁ କିନ୍ତୁ ବନ୍ଧୁ ସାହାଯ୍ୟ କରିବେ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ବ୍ୟବସାୟରେ ଆୟ ଅଧିକ ହେବାରୁ ମନ ଖୁସି ରହିବ, କିନ୍ତୁ ଗୁପ୍ତଶତ୍ରୁ ବୃଦ୍ଧି ହେବେ। ରାଜନୀତିରେ ଥିବା ବ୍ୟକ୍ତିଙ୍କ ପାଇଁ ଅଚାନକ ଅର୍ଥ ଲାଭ ହେବ। ପିଲାମାନେ ପାଠପଢ଼ାରେ ଉନ୍ନତି ସହିତ ଚାକିରି କ୍ଷେତ୍ରରେ ସଫଳତା ପାଇବେ।

ମୀନ: ବ୍ୟବସାୟରେ ଲାଭ ମିଳିବ ଏବଂ ନୂତନ ବ୍ୟବସାୟ ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ । ଚାକିରି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବା ସହିତ ପଦୋନ୍ନତି ମିଳିବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଓ ଦୂରସ୍ଥାନକୁ ଯାତ୍ରା କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story