୬ ଫେବ୍ରୁଆରୀ, ମଙ୍ଗଳବାର; ଧାର୍ମିକ କାର୍ଯ୍ୟରେ ରୁଚି ବଢିବ

କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।

Rasi PhotoOR

ରାଶିଫଳ

Tapaswini Nayak
  • Published: Tuesday, 06 February 2024
  • Updated: 06 February 2024, 07:38 AM IST

ମେଷ: କୋର୍ଟ-କଚେରୀର ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ । ସମସ୍ତ ଦିଗରେ ସଫଳତା ହାସଲ କରିବେ । ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ ।

ବୃଷ: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ । ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ । ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ। ବ୍ୟବସାୟରେ ଆର୍ଥିକ ଲାଭ ହେବ ।

ମିଥୁନ: ଆଜିର ଦିନ ଲାଭଦାୟୀ ହେବ ଆଶା କରୁଥିବା ଦିଗରୁ ଅର୍ଥ ମାନ ସମ୍ମାନ ଲାଭ କରିବେ । କୌଣସି ସାମାଜିକ କାର୍ଯ୍ୟରେ ଯୋଗଦେବାକୁ ପଡ଼ିପାରେ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଯାତ୍ରାରେ ଶୁଭ ଫଳ ମିଳିବ ।

କର୍କଟ: ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବେସାହାରାମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ ।ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ଦେଖାଦେଇପାରେ ।

ସିଂହ: ବ୍ୟବସାୟ ବାଣିଜ୍ୟ ମାମଲାରେ ଆର୍ଥିକ ଦିଗରୁ ସୁବିଧାଜନକ ପରିସ୍ଥିତି ଦେଖାଦେବ । ପାରିବାରିକ ଦ୍ୱନ୍ଦ୍ୱର ଅବସାନ ଘଟି ଉଚ୍ଚ ଆଶା ସଫଳ ହେବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ଦିଗରେ ଅଧିକ ଖର୍ଚ୍ଚାନ୍ତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।

କୁମ୍ଭ: ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚିବାକୁ ଚେଷ୍ଟା କରିବେ । ନିଷ୍ଠାର ସହ ପରିଶ୍ରମ କରିବା ଫଳରେ କର୍ମ କ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ ।

ମୀନ:  ଲୋକମାନେ ଆପଣଙ୍କ ସଚ୍ଚୋଟ ଓ ସରଳତାର ଫାଇଦା ଉଠାଇବେ । ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story