୭ ଅକ୍ଟୋବର, ରବିବାର: ବନ୍ଧୁଙ୍କ ସହ ବୁଲିବାକୁ ଯିବେ

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ବୃଷ:  ଦିନଟି ଭଲରେ କଟିବ। ମନ ଦେଇ କାର୍ଯ୍ୟ କରିବେ। କଳାକାର ଓ ଖେଳାଳିଙ୍କ ପାଇଁ ଦିନଟି ଭଲ ରହିବ। ଖର୍ଚ୍ଚ ବଢ଼ିବ। ମିଥୁନ: ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।  ଫୂର୍ତ୍ତି ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପରିବାର […]

Rasi-Fala

Jyoshna Pradhan
  • Published: Sunday, 07 October 2018
  • , Updated: 07 October 2018, 07:52 AM IST

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।

ବୃଷ:  ଦିନଟି ଭଲରେ କଟିବ। ମନ ଦେଇ କାର୍ଯ୍ୟ କରିବେ। କଳାକାର ଓ ଖେଳାଳିଙ୍କ ପାଇଁ ଦିନଟି ଭଲ ରହିବ। ଖର୍ଚ୍ଚ ବଢ଼ିବ।

ମିଥୁନ: ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।  ଫୂର୍ତ୍ତି ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମାନ-ସମ୍ମାନ ମିଳିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ହଠାତ୍ ଖର୍ଚ୍ଚ ବଢ଼ିବ। ବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା:  ଘରେ ହସଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭ ମିଳିବ। ବିବାହ ସ୍ଥିର ହୋଇପାରେ।

ବିଚ୍ଛା: ସୁସ୍ଥ ରହିବେ। ଘରେ ପୂଜା ପାଠର ଆୟୋଜନ କରିପାରନ୍ତି।  ବୃଦ୍ଧ ବ୍ୟକ୍ତିଙ୍କ ଠାରୁ ସହଯୋଗ ମିଳିବ।

ଧନୁ: କାମ କରିବାକୁ ଉତ୍ସାହ ବଢ଼ିବ। ଚାକିରିକୁ ନେଇ ଚିନ୍ତିତ ରହିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମକର: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ଭୁଲବୁଝାମଣା ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

କୁମ୍ଭ: କାର୍ଯ୍ୟରେ ସଫଳତା ମିଳିବ। ମନ ପ୍ରଫୁଲ୍ଲିତ ରହିବ। ସୁସ୍ୱାଦୁ ଖାଦ୍ୟ ଖାଇପାରନ୍ତି। ଯାନବାହାନ କିଣି ପାରନ୍ତି।

ମୀନ: ଦିନଟି ଭଲରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ।

Related story