ମେଷ: ବ୍ୟବସାୟରେ କ୍ଷତିର ସମ୍ଭାବନା ଅଛି । ତେଣୁ ସତର୍କ ରହି ବ୍ୟବସାୟ କରନ୍ତୁ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ପାଇବେ । ମହିଳାମାନେ ଚିନ୍ତାଗ୍ରସ୍ତ ରହି ମାନସିକ ଅଶାନ୍ତି ପାଇବେ
ବୃଷ: ମାନସିକ ଅଶାନ୍ତି ଦେଇ ଗତି କରିବେ । ଚାଲିଥିବା କାର୍ଯ୍ୟ ହଠାତ ବନ୍ଦ ହେବାର ସମ୍ଭାବନା ରହିଛି। ଶାରୀରିକ ଅସୁସ୍ଥତା ମଧ୍ୟ ଦେଖାଦେଇପାରେ । ସତର୍କ ରୁହନ୍ତୁ।
କର୍କଟ: ବ୍ୟବସାୟ ବାଣିଜ୍ୟରେ ଆଶାରୁ ଅଧିକ ଲାଭବାନ ହେବେ। ସାମାଜିକ ମାନ ସମ୍ମାନ ମିଳିବ। ଶତ୍ରୁମାନେ ପରାଜିତ ହେବେ ।
ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ମନ ଖୁସି ରହିବ । ବ୍ୟବସାୟରେ ଲାଭ କ୍ଷତି ସମାନ ରହିବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧି ହେବ।
କନ୍ୟା: ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ଅଟକିଥିବା କାର୍ଯ୍ୟ ପୁରା କରିବେ । ପରିବାରରେ ପାରିବାରିକ ଶାନ୍ତି ପାଇବେ ।
ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟ ବାଣିଜ୍ୟରେ ଉନ୍ନତି କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ମିତ୍ରତା ବଢିବ ।
ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ ବାଦ ବିବାଦ ଉପୁଜି ପାରେ। ଗୁପ୍ତ ଶତ୍ରୁମାନେ ହଇରାଣରେ ପକାଇ ପାରନ୍ତି। ବନ୍ଧୁ ବାନ୍ଧବଙ୍କ ସାହାଯ୍ୟ ସହଯୋଗ ପାଇବେ।
ଧନୁ: ଅଭିଳାଷ ପୂରଣ ହେବା ଯୋଗୁଁ ମନ ଖୁସି ରହିବ । ବ୍ୟବସାୟ ବାଣିଜ୍ୟରେ ଉନ୍ନତି ହେବ । ଶରୀରରେ ଆଘାତ ଲାଗିପାରେ ।
ମକର: ବ୍ୟବସାୟ ବାଣିଜ୍ୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ବ୍ୟବସାୟ ସ୍ଥଳରେ ବାଦ ବିବାଦ ଉପୁଜି ପାରେ । ଶାରୀରିକ ଅସୁସ୍ଥତା ଦେଖାଦେଇପାରେ।
କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସହଯୋଗ ପାଇବେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ପରିବାରରେ ମତଭେଦ ହୋଇପାରେ ।
ମୀନ: ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ । ସୁସ୍ୱାଦୁ ଭୋଜନ ସହ ଭ୍ରମଣ ଯୋଗ ରହିଛି। ପରିବାରରେ ଶାନ୍ତି ପାଇବେ, କିନ୍ତୁ ଆଘାତ ଲାଗିପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।