୧ ଏପ୍ରିଲ, ଶୁକ୍ରବାର; ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ମିତ୍ରତା ବଢିବ

ମେଷ: ବ୍ୟବସାୟରେ କ୍ଷତିର ସମ୍ଭାବନା ଅଛି । ତେଣୁ ସତର୍କ ରହି ବ୍ୟବସାୟ କରନ୍ତୁ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ପାଇବେ । ମହିଳାମାନେ ଚିନ୍ତାଗ୍ରସ୍ତ ରହି ମାନସିକ ଅଶାନ୍ତି ପାଇବେ ବୃଷ: ମାନସିକ ଅଶାନ୍ତି ଦେଇ ଗତି କରିବେ । ଚାଲିଥିବା କାର୍ଯ୍ୟ ହଠାତ ବନ୍ଦ ହେବାର ସମ୍ଭାବନା ରହିଛି। ଶାରୀରିକ ଅସୁସ୍ଥତା ମଧ୍ୟ ଦେଖାଦେଇପାରେ । ସତର୍କ ରୁହନ୍ତୁ। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ କିନ୍ତୁ ମାନସିକ ଚାପ ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ଆସିବ। ଯାତ୍ରାରେ […]

RASI

Tapaswini Nayak
  • Published: Friday, 01 April 2022
  • , Updated: 01 April 2022, 07:55 AM IST

ମେଷ: ବ୍ୟବସାୟରେ କ୍ଷତିର ସମ୍ଭାବନା ଅଛି । ତେଣୁ ସତର୍କ ରହି ବ୍ୟବସାୟ କରନ୍ତୁ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ପାଇବେ । ମହିଳାମାନେ ଚିନ୍ତାଗ୍ରସ୍ତ ରହି ମାନସିକ ଅଶାନ୍ତି ପାଇବେ

ବୃଷ: ମାନସିକ ଅଶାନ୍ତି ଦେଇ ଗତି କରିବେ । ଚାଲିଥିବା କାର୍ଯ୍ୟ ହଠାତ ବନ୍ଦ ହେବାର ସମ୍ଭାବନା ରହିଛି। ଶାରୀରିକ ଅସୁସ୍ଥତା ମଧ୍ୟ ଦେଖାଦେଇପାରେ । ସତର୍କ ରୁହନ୍ତୁ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ କିନ୍ତୁ ମାନସିକ ଚାପ ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ଆସିବ। ଯାତ୍ରାରେ ଶୁଭଫଳ ପାଇବେ ।

 

କର୍କଟ: ବ୍ୟବସାୟ ବାଣିଜ୍ୟରେ ଆଶାରୁ ଅଧିକ ଲାଭବାନ ହେବେ। ସାମାଜିକ ମାନ ସମ୍ମାନ ମିଳିବ। ଶତ୍ରୁମାନେ ପରାଜିତ ହେବେ ।

ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ମନ ଖୁସି ରହିବ । ବ୍ୟବସାୟରେ ଲାଭ କ୍ଷତି ସମାନ ରହିବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧି ହେବ।

କନ୍ୟା: ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ଅଟକିଥିବା କାର୍ଯ୍ୟ ପୁରା କରିବେ । ପରିବାରରେ ପାରିବାରିକ ଶାନ୍ତି ପାଇବେ ।

ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟ ବାଣିଜ୍ୟରେ ଉନ୍ନତି କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ମିତ୍ରତା ବଢିବ ।

ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ ବାଦ ବିବାଦ ଉପୁଜି ପାରେ। ଗୁପ୍ତ ଶତ୍ରୁମାନେ ହଇରାଣରେ ପକାଇ ପାରନ୍ତି। ବନ୍ଧୁ ବାନ୍ଧବଙ୍କ ସାହାଯ୍ୟ ସହଯୋଗ ପାଇବେ।

ଧନୁ:  ଅଭିଳାଷ ପୂରଣ ହେବା ଯୋଗୁଁ ମନ ଖୁସି ରହିବ । ବ୍ୟବସାୟ ବାଣିଜ୍ୟରେ ଉନ୍ନତି ହେବ । ଶରୀରରେ ଆଘାତ ଲାଗିପାରେ  ।

ମକର: ବ୍ୟବସାୟ ବାଣିଜ୍ୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ବ୍ୟବସାୟ ସ୍ଥଳରେ ବାଦ ବିବାଦ ଉପୁଜି ପାରେ  । ଶାରୀରିକ ଅସୁସ୍ଥତା ଦେଖାଦେଇପାରେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସହଯୋଗ ପାଇବେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ପରିବାରରେ ମତଭେଦ ହୋଇପାରେ ।

ମୀନ: ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ । ସୁସ୍ୱାଦୁ ଭୋଜନ ସହ ଭ୍ରମଣ ଯୋଗ ରହିଛି।  ପରିବାରରେ ଶାନ୍ତି ପାଇବେ, କିନ୍ତୁ ଆଘାତ ଲାଗିପାରେ।

Related story