୧ ଜୁନ୍, ବୁଧବାର; ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ

ମେଷ: ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ। ଧନଲାଭର ଯୋଗ ରହିଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଦେଖାଦେବ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ମିଥୁନ: କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବେ। ଆର୍ଥିକ ଉନ୍ନତି ଘଟିବ। ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରଫୁଲ୍ଲିତ ରହିବ। କର୍କଟ: ଦିନଟି ଆପଣଙ୍କ […]

RASI

RASI

Tapaswini Nayak
  • Published: Wednesday, 01 June 2022
  • Updated: 01 June 2022, 09:41 AM IST

Sports

Latest News

ମେଷ: ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ। ଧନଲାଭର ଯୋଗ ରହିଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଦେଖାଦେବ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ।

ମିଥୁନ: କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବେ। ଆର୍ଥିକ ଉନ୍ନତି ଘଟିବ। ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରଫୁଲ୍ଲିତ ରହିବ।

କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲରେ କଟିବ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ।ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସମାଚାର ମିଳିପାରେ।

ସିଂହ: ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟ ପ୍ରତି ଟିକେ ଧ୍ୟାନ ଦିଅନ୍ତୁ।

କନ୍ୟା: ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ଅନୁଷ୍ଠାନ ତରଫରୁ ଆପଣଙ୍କୁ କେଣସି ବଡ଼ ଦାୟିତ୍ୱ ମିଳିବ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ।

ତୁଳା: ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୁକ୍ତିପତ୍ର ହୋଇପାରେ ଓ ନୂତନ ଆୟର ପନ୍ଥା ଖୋଲିଯିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ଆକସ୍ମିକ ଧନ ଲାଭ ହେବ । ସହକର୍ମୀଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଧନଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମ ବୃଦ୍ଧି ପାଇବ ।

ଧନୁ: କର୍ମକ୍ଷେତ୍ରରେ ବିବାଦ ଉପୁଜିପାର । ବ୍ୟବସାୟରେ ଲାଭବାନ ହେବେ଼। ଶାରିରୀକ ଅସୁସ୍ଥତା ଦେଖାଦେଇପାରେ, ସତର୍କ ରୁହନ୍ତୁ । ବ୍ୟବସାୟ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ। ଜରୁରୀ କାର୍ଯ୍ୟରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ।

ମକର: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ। ପୁରାତନ ରୋଗର ଉପଶମ ହେବ। କାହା ସହିତ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

କୁମ୍ଭ: କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ପ୍ରିୟଜନଙ୍କ ସହଯୋଗରେ ବ୍ୟବସାୟରେ ଆର୍ଥିକ ଲାଭ ପାଇବେ । ପରିବାର ସହିତ ଆଜି ପରିଭ୍ରମଣ ଯୋଗ ରହିଛି । ସୁସ୍ୱାଦୁ ଭୋଜନ କରିବେ।

ମୀନ: ବ୍ୟବସାୟ ଓ କର୍ମକ୍ଷେତ୍ରରେ ଲାଭ ପାଇବେ ଏବଂ ମାନସମ୍ମାନ ବୃଦ୍ଧି ପାଇବ । ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ମିଳିବାରୁ ଆତ୍ମବଳ ବୃଦ୍ଧି ପାଇବ  । ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟ ସମ୍ପନ ହୋଇପାରେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story