ମେଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ହସହୁସିର ପରିବେଶ ରହିବ।
ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ମିଥୁନ: ଆଜି କୌ଼ଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ନୂତନ ବସ୍ତ୍ର କିଣି ପାରନ୍ତି।
ସିଂହ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ମାନ-ସମ୍ମାନ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
କନ୍ୟା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ତୁଳା: ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି।
ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।
ଧନୁ: ଆତ୍ମବିଶ୍ୱାସ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।
ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ।
କୁମ୍ଭ: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।
ମୀନ: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ପଦୋନ୍ନତିର ଯୋଗ ରହିଛି।