୧ ଅକ୍ଟୋବର,ଶୁକ୍ରବାର: ପରିବାରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ

ମେଷ: ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ପାଇବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଘର ପାଇଁ କିଛି ଜିନିଷ କିଣି ପାରନ୍ତି। ମିଥୁନ: ଦିନଟି ଭଲରେ କଟିବ। ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। କର୍କଟ: ମାନ-ସମ୍ମାନ ବଢ଼ିବ। ପରିବାରରେ ସୁଖ […]

RASI

RASI

Tapaswini Nayak
  • Published: Friday, 01 October 2021
  • Updated: 01 October 2021, 07:34 AM IST

Sports

Latest News

ମେଷ: ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ପାଇବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ।

ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଘର ପାଇଁ କିଛି ଜିନିଷ କିଣି ପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ।

କର୍କଟ: ମାନ-ସମ୍ମାନ ବଢ଼ିବ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ଶରୀର ସୁସ୍ଥ ରହିବ। ସୁସମ୍ବାଦ ପାଇବେ। ନକାରାତ୍ମକ ଭାବନାରୁ ମୁକ୍ତ ହେବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ।

ତୁଳା: ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଚେଷ୍ଟା କରିବେ। ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନଟିକୁ କାଟିବେ।

ବିଛା: ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ।  ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।

ଧନୁ: ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।

ମକର: କୌଣସି କଥାକୁ ନେଇ ବ୍ୟସ୍ତତା ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

କୁମ୍ଭ: ବ୍ୟବସାୟକୁ ବଢ଼ାଇବା ପାଇଁ ପ୍ରୟାସ କରିବେ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ।

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story