୧ ସେପ୍ଟେମ୍ୱର, ମଙ୍ଗଳବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ:ବ୍ୟସ୍ତତା ଭିତରେ ଦିନଟି କଟିବ। ଅପରାହ୍ନ ପରେ ଅସୁସ୍ଥ ଅନୁଭବ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ଖୁସି ଖବର ଶୁଣି ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମିଥୁନ: ପିଲାମାନେ ମନ ଦେଇ ପାଠ ପଢ଼ିବେ। ଅଧିକ ପରିଶ୍ରମ  କରିବେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। କର୍କଟ: ମାନ-ସମ୍ମାନ ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ସିଂହ: ଅନେକ […]

rashi

rashi

Jyoshna Pradhan
  • Published: Tuesday, 01 September 2020
  • Updated: 01 September 2020, 07:51 AM IST

Sports

Latest News

ମେଷ:ବ୍ୟସ୍ତତା ଭିତରେ ଦିନଟି କଟିବ। ଅପରାହ୍ନ ପରେ ଅସୁସ୍ଥ ଅନୁଭବ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ଖୁସି ଖବର ଶୁଣି ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ମିଥୁନ: ପିଲାମାନେ ମନ ଦେଇ ପାଠ ପଢ଼ିବେ। ଅଧିକ ପରିଶ୍ରମ  କରିବେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

କର୍କଟ: ମାନ-ସମ୍ମାନ ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ମାଆ, ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

କନ୍ୟା:ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଭଗବାନ ଗଣେଶଙ୍କୁ ପୂଜା କରନ୍ତୁ।

ତୁଳା: ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଛା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:  ପରିବାରରେ ହସ ଓ ଖୁସିର ପରିବେଶ ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ। ଋଣ ଦିଅନ୍ତୁ ନାହିଁ।

କୁମ୍ଭ: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଚିହ୍ନା ବ୍ୟକ୍ତିଙ୍କଠାରୁ ଦୂରେଇ ରୁହନ୍ତୁ।

ମୀନ: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଦ୍ୱନ୍ଦ୍ୱ ଭିତରେ ରହିବେ। ଅପରାହ୍ଣ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story