୧ ସେପ୍ଟେମ୍ବର, ଗୁରୁବାର: ମନ ଅସ୍ଥିର ରହିବ

ମେଷ: କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। ବୃଷ: କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବ୍ୟବସାୟରୁ ଭଲ ଲାଭ ମିଳିବ। ମିଥୁନ: ଶତ୍ରୁମାନେ ପରାସ୍ତ ହେବେ। କୌଣସି ମୂଲ୍ୟବାନ ଜିନିଷ ହଜି ଯାଇପାରେ। ସହକର୍ମୀ ଓ ଭାଇଭଉଣୀଙ୍କ ସହଯୋଗରେ […]

RASI

RASI

Tapaswini Nayak
  • Published: Thursday, 01 September 2022
  • Updated: 01 September 2022, 07:33 AM IST

Sports

Latest News

ମେଷ: କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।

ବୃଷ: କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବ୍ୟବସାୟରୁ ଭଲ ଲାଭ ମିଳିବ।
ମିଥୁନ: ଶତ୍ରୁମାନେ ପରାସ୍ତ ହେବେ। କୌଣସି ମୂଲ୍ୟବାନ ଜିନିଷ ହଜି ଯାଇପାରେ। ସହକର୍ମୀ ଓ ଭାଇଭଉଣୀଙ୍କ ସହଯୋଗରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇପାରେ।
କର୍କଟ: ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି।

ସିଂହ: ମନ ଅସ୍ଥିର ରହିବ। ଘରକୁ ଦାମୀ ଜିନିଷ ଆଣିପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।

କନ୍ୟା: ପାଇବାକୁ ଥିବା ଅର୍ଥକୁ ନେଇ ଝଗଡ଼ା ହୋଇପାରେ। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡ଼ାଏ କାମ ହାତକୁ ନେଇ ଚିନ୍ତିତ ରହିବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ଅର୍ଥଲାଭ ହେବ। ସମସ୍ୟାର ସମାଧାନ ହେବ। ଖଳ ପ୍ରକୃତିର ଲୋକଙ୍କ କଥାରେ ଭାସି ଯାଆନ୍ତୁ ନାହିଁ, ନହେଲେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇପାରେ।

ବିଛା: ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେବେ। ପାରିବାରିକ ଜୀବନ ଅଶାନ୍ତ ରହିବ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ସ୍ଥିତି ଅପେକ୍ଷାକୃତ ଭଲ ରହିପାରେ।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ କୌଣସି ସମସ୍ୟା ଆସିଲେ, ତାହାକୁ ଚତୁରତାର ସହିତ ସାମ୍ନା କରିବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ।

ମକର: ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

ମୀନ: ସମସ୍ତଙ୍କ ସହଯୋଗ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ କିଛି କ୍ଷତି ଘଟାଇ ପାରିବେ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story