୧୦ ଅଗଷ୍ଟ, ବୁଧବାର: ଠକାମୀରେ ପଡ଼ିପାରନ୍ତି, ସତର୍କ ରୁହନ୍ତୁ

ମେଷ: ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ଆର୍ଥିକ ସ୍ଥିତି ସୁଦୃଢ ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟରେ ଲାଭବାନ୍ ହେବେ।  ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ । ବୃଷ: ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ, ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ରାଜନୀତି କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିବା ସହିତ ପ୍ରଶଂସିତ ହେବେ । ବ୍ୟବସାୟ […]

RASI

RASI

Niharika Rout
  • Published: Wednesday, 10 August 2022
  • Updated: 10 August 2022, 08:04 AM IST

Sports

Latest News

ମେଷ: ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ଆର୍ଥିକ ସ୍ଥିତି ସୁଦୃଢ ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟରେ ଲାଭବାନ୍ ହେବେ।  ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ ।

ବୃଷ: ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ, ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ରାଜନୀତି କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିବା ସହିତ ପ୍ରଶଂସିତ ହେବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଶୁଭପ୍ରଦ ହେବ।

ମିଥୁନ:  ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ, ମାଲି ମୋକଦ୍ଦମାରେ ବିଜୟୀ ହେବେ । ଶାରୀରିକ, ମାନସିକ, ପାରିବାରିକ ଅଭିବୃଦ୍ଧି ଘଟିବ, ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ମଧ୍ୟମ ରହିବ। ଭଲ ଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ । କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।

କର୍କଟ:  ସମସ୍ତ ଦିଗରେ ସଫଳତା ମିଳିବ । ମାନସିକ ଦୁଃଶ୍ଚିନ୍ତା ଦୂର ହୋଇଯିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।

ସିଂହ:  ଶୁଭ ସମାଚାର ଶୁଣି ଖୁସି ହେବେ, ପାରିବାରିକ ସମସ୍ୟାକୁ ସଜାଡି ଆନନ୍ଦ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବଢିବ, ନୂତନ ବ୍ୟବସାୟ କରିବା ପାଇଁ ମନ ବଳାଇବେ। ଜାଗା, ଜମି ଓ ଗୃହସମ୍ବନ୍ଧୀୟ ମାମଲାର ସମାଧାନ ଫଳରେ ଅଧିକ ଲାଭବାନ ହେବେ।

କନ୍ୟା:  ଯେଉଁ କାର୍ଯ୍ୟରେ ହାତ ଦେବେ, ସେଥିରେ ବିଜୟୀ ହେବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ଓ ଆୟ ବୃଦ୍ଧି ଘଟିବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବା ଫଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ ।

ତୁଳା: ପରିବାରରେ ସୁଖ ଶାନ୍ତି ପୂର୍ବ ପରି ଅତୁଟ ରହି । ଠକାମୀରେ ପଡ଼ିବାର ସମ୍ଭାବନା ରହିଛି । ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ, ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବ୍ୟବସାୟରେ କୋଣସି ଚୁକ୍ତି ସ୍ବାକ୍ଷରିତ କରିବା ପୂର୍ବରୁ ବୁଝିବିଚାରି କରନ୍ତୁ।

ବିଛା: ବହୁଦିନର ଆଶା ଅଭିଳାଷ ପୁରଣ ହେବ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ମହିଳାମାନେ ଆମୋଦ ପ୍ରମୋଦରେ ଦିନଟି କାଟିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

ଧନୁ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ।  ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତି। ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କେହି ଜଣେ ସହୃଦୟ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ ।  ବିଦ୍ୟାର୍ଥୀମାନେ ପଢାପଢ଼ାରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

ମକର:  ଭଲ କଥା କହିଲେ ମଧ୍ୟ ପରିବାର ସଦସ୍ୟ ତାହାକୁ ଭୁଲ୍ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି କାମ କରିବା ଓ କହିବା ଭଲ ହେବ। ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ  ।

କୁମ୍ଭ: ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ସହ ସବୁଥିରେ ସଫଳତା ମିଳିବ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

ମୀନ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଅନେକ କ୍ଷେତ୍ରରେ ସ୍ୱାଭିମାନ ରକ୍ଷା ହେବା ସହ ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ।  କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story