୧୦ ଡିସେମ୍ବର, ସୋମବାର: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ

ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ: ଶତ୍ରୁଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।  ମିଥୁନ: ଦିନଟି ଭଲରେ କଟିବ। ମନ ପ୍ରଫୁଲ୍ଲିତ ରହିବ। ଅପରାହ୍ନରେ ଚିନ୍ତିତ ରହିପାରନ୍ତି।  କର୍କଟ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସିଂହ: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପେଟରେ ଯନ୍ତ୍ରଣା […]

Rasi-Fala

Rasi-Fala

Jyoshna Pradhan
  • Published: Monday, 10 December 2018
  • Updated: 10 December 2018, 09:16 AM IST

Sports

Latest News

ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ଶତ୍ରୁଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

 ମିଥୁନ: ଦିନଟି ଭଲରେ କଟିବ। ମନ ପ୍ରଫୁଲ୍ଲିତ ରହିବ। ଅପରାହ୍ନରେ ଚିନ୍ତିତ ରହିପାରନ୍ତି।

 କର୍କଟ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ସିଂହ: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଘରେ ହସଖୁସିର ପରିବେଶ ରହିବ।

 କନ୍ୟା: ଶରୀର ସୁସ୍ଥ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

 ତୁଳା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ।

 ବିଚ୍ଛା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘରେ ମାଙ୍ଗଳି କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ମକର: ମାଲି-ମକଦ୍ଦମାରେ ବିଜୟୀ ହେବେ। ମନ ବିଚଳିତ ରହିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

 କୁମ୍ଭ: ଖର୍ଚ୍ଚ ବଢ଼ିବ। ପଦୋନ୍ନତିର ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ।

 ମୀନ:ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ପିତାଙ୍କ ଆଶୀର୍ବାଦ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story