ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ବୃଷ: ଶତ୍ରୁଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମିଥୁନ: ଦିନଟି ଭଲରେ କଟିବ। ମନ ପ୍ରଫୁଲ୍ଲିତ ରହିବ। ଅପରାହ୍ନରେ ଚିନ୍ତିତ ରହିପାରନ୍ତି।
କର୍କଟ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।
ସିଂହ: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଘରେ ହସଖୁସିର ପରିବେଶ ରହିବ।
କନ୍ୟା: ଶରୀର ସୁସ୍ଥ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।
ତୁଳା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ।
ବିଚ୍ଛା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।
ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘରେ ମାଙ୍ଗଳି କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।
ମକର: ମାଲି-ମକଦ୍ଦମାରେ ବିଜୟୀ ହେବେ। ମନ ବିଚଳିତ ରହିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।
କୁମ୍ଭ: ଖର୍ଚ୍ଚ ବଢ଼ିବ। ପଦୋନ୍ନତିର ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ।
ମୀନ:ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ପିତାଙ୍କ ଆଶୀର୍ବାଦ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।