୧୦ ଫେବୃଆରୀ, ରବିବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ଅସୁସ୍ଥ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମନ ଖୁସି ରହିବ। ପରିବାରରେ ହସଖୁସିର ପରିବେଶ ରହିବ। କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଆସି ପାରନ୍ତି। ପଦୋନ୍ନତିର ଯୋଗ ରହିଛି। ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର […]

Rasi-Fala

Rasi-Fala

Jyoshna Pradhan
  • Published: Sunday, 10 February 2019
  • Updated: 10 February 2019, 10:31 AM IST

Sports

Latest News

ମେଷ: ଅସୁସ୍ଥ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମନ ଖୁସି ରହିବ। ପରିବାରରେ ହସଖୁସିର ପରିବେଶ ରହିବ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଆସି ପାରନ୍ତି। ପଦୋନ୍ନତିର ଯୋଗ ରହିଛି।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କଠୁ ସହଯୋଗ ପାଇବେ।

ବିଚ୍ଛା: ଶରୀର ଫୂର୍ତ୍ତି ରହିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ଧନୁ:  ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମକର: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିବେ।

କୁମ୍ଭ: ମାଆଙ୍କ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମୀନ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story