୧୦ ଫେବ୍ରୁଆରୀ, ଶନିବାର; ପରିବାରରେ ବିଶୃଙ୍ଖଳା ଦେଖାଦେଇପାରେ

ନିଜର ବୁଦ୍ଧି ବିବେକ ଜ୍ଞାନ କୌଶଳ ବଳରେ ପାରିବାରିକ ସମସ୍ୟାକୁ ସମାଧାନ କରିବାରେ ସମର୍ଥ ହେବେ । ମନୋରଞ୍ଜନ, ଧାର୍ମିକ ଆଲୋଚନାରେ ଅଂଶଗ୍ରହଣ କରି ସମ୍ମାନିତ ହେବେ ।

Rashi

Representational Image

Niharika Rout
  • Published: Saturday, 10 February 2024
  • Updated: 10 February 2024, 07:43 AM IST

ମେଷ: ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପରିବାରରେ ବିଶୃଙ୍ଖଳା ଦେଖାଦେଇପାରେ । ଜଗି ରଖି ଭାବିଚିନ୍ତି କାର୍ଯ୍ୟ କରନ୍ତୁ, ବିବାଦ ଘେରରେ ପଡ଼ିପାରନ୍ତି । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି ।

ବୃଷ: ନିଜର ବୁଦ୍ଧି ବିବେକ ଜ୍ଞାନ କୌଶଳ ବଳରେ ପାରିବାରିକ ସମସ୍ୟାକୁ ସମାଧାନ କରିବାରେ ସମର୍ଥ ହେବେ । ମନୋରଞ୍ଜନ, ଧାର୍ମିକ ଆଲୋଚନାରେ ଅଂଶଗ୍ରହଣ କରି ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମନ ଭାରାକ୍ରାନ୍ତ ରହିବ । ମହିଳାମାନେ ହସଖୁସିରେ ଦିନ କାଟିବେ ।

ମିଥୁନ:  ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥା ପାଇଁ ମନାନ୍ତର ହେବାରୁ ମାନସିକ ଦୁଶ୍ଚିନ୍ତା ଦେଖାଦେବ । ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳ ହେବେ ଏବଂ ବ୍ୟବସାୟ ପରିବହନ ଦିଗରୁ ଲାଭବାନ୍ ହେବେ । କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।

କର୍କଟ: ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ନିଜର କାର୍ଯ୍ୟଗୁଡ଼ିକୁ ଠିକ୍ ସମୟରେ ସମାପ୍ତ କରିବା ପାଇଁ ଚେଷ୍ଟିତ ହେବେ । ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ ।

ସିଂହ: ଶାରିରୀକ ଅସୁସ୍ଥତା ଦୂର ହେବାସହ କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସମୟକୁ ହାତ ଛଡ଼ା ନ କରିବା ଉଚିତ୍, କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପାଇବେ। ପୁରାତନ ରୋଗର ଉପଶମ ହେବାରୁ ମାନସିକ ସ୍ଥିରତା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ।

କୁମ୍ଭ:ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅପ୍ରିୟ କଥାବାର୍ତ୍ତା ଯୋଗୁ ସୁ-ସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଏବଂ ଯାତ୍ରାରେ ଶୁଭଫଳ ମିଳିବ। ମହିଳାମାନେ ହସଖୁସିରେ ଦିନ କାଟିବେ, ଘରେ ବାହାରେ ସବୁଠି ଆଦର ସମ୍ମାନ ଲାଭ କରିବେ ।

ମୀନ: ରାଜନୈତିକ କ୍ଷେତ୍ରରେ ସଫଳତା ହାସଲ କରିବେ । ପୂର୍ବର କାମଗୁଡ଼ିକର ସମୀକ୍ଷା କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇ ଆନନ୍ଦିତ ହେବେ। ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ପର୍ବ ଜୋର୍ଦାର କରିପାରନ୍ତି । ଆତ୍ମୀୟଙ୍କ ସହଯୋଗ ସହାନୁଭୂତି ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story