୧୦ ଏପ୍ରିଲ, ସୋମବାର: ପୁରୁଣା ବନ୍ଧୁଙ୍କ ଦର୍ଶନ ମିଳିପାରେ

ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ ।

Rashi PhotoOR

Representational Image

Niharika Rout
  • Published: Monday, 10 April 2023
  • Updated: 10 April 2023, 07:36 AM IST

Sports

Latest News

ମେଷ: ନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକୁ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।

ବୃଷ: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବ ନାହିଁ ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆର୍ଥିକ ସମସ୍ୟାର ସମାଧାନ ହେବ । ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ । ପୁରୁଣା ବନ୍ଧୁଙ୍କ ଦର୍ଶନ ମିଳିପାରେ। ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି । ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।

ମକର: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗର ଉପଶମ ହେବ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ । ପରିବାରରେ ସନ୍ଦେହ ଓ ଭୁଲ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପଶାନ୍ତୁ ନାହିଁ।

ମୀନ: ଆଜି ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ । ଅବହେଳା ଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story