୧୦ ଅଗଷ୍ଟ; ସୋମବାର: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ବ୍ୟବସାୟରେ ଲାଭ ମିଳିବ। ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଘର ପାଇଁ ଜିନିଷ କିଣିପାରନ୍ତି।

ମିଥୁନ: କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ।

କର୍କଟ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।

ସିଂହ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

କନ୍ୟା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦାମ୍ପତ୍ୟ ଜୀବନ ଭଲ ରହିବ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଚାକିରିକ୍ଷେତ୍ରରେ ଉଚ୍ଚ ପଦସ୍ଥଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ।

ବିଛା: ବନ୍ଧୁକଙ୍କ ସହ କୌଣସି କଥାକୁ ମତାନ୍ତର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରହୁନ୍ତି। ମନ ବିଚଳିତ ରହିବ।

ଧନୁ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ମନ ବିଚଳିତ ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ମୀନ: ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସଖୁସିର ବାତାବରଣ ରହିବ।

ଆହୁରି ପଢ଼ନ୍ତୁ

ଏନଡିଏର ଅର୍ଥ ‘ନୋ ଡାଟା ଏଭେଲେବୁଲ’: ଶଶୀ ଥରୁର

ଟସ୍ ଜିତିଲା ସୁପର୍ କିଙ୍ଗସ୍, ପ୍ରଥମେ ବୋଲିଂ ନିଷ୍ପତ୍ତି

ଅକ୍ଟୋବର ୬ ତାରିଖ ଯାଏଁ ଜେଲ୍‌ରେ ରହିବେ ରିଆ

ଆନ୍ଦୋଳନରତ ସାଂସଦଙ୍କ ପାଖକୁ ଚା’ ନେଇଗଲେ ହରିବଂଶ, ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

୨୨ ସେପ୍ଟେମ୍ବର, ମଙ୍ଗଳବାର: ବନ୍ଧୁଙ୍କ ସହଯୋଗ ମିଳିବ

ଆଇସିୟୁରେ ଭର୍ତ୍ତି ହେଲେ କେନ୍ଦ୍ରମନ୍ତ୍ରୀ

ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଖାରଜ

ହଙ୍ଗାମା କରି ସସ୍‌ପେଣ୍ଡ ହେଲେ ରାଜ୍ୟସଭାର ୮ ସାଂସଦ

୨୧ ସେପ୍ଟେମ୍ବର, ସୋମବାର: ପରିଶ୍ରମ ଅନୁସାରେ ସଫଳତା ପାଇବେ

ନେପୋଟିଜିମ୍ ପାଇଁ କିଏ ଦାୟୀ? ଜବାବ ରଖିଲେ ନଓ୍ୱାଜୁଦ୍ଦିନ ସିଦ୍ଦିକି

କଥା ଦେଇ କଥା ରଖିଲେ, ନମିତାଙ୍କୁ ଜଗନ୍ନାଥ ଭଜନ ଗାଇବାର ସୁଯୋଗ ଦେଲେ ବର୍ଷା

ଆସୁଛି ‘ଫେଲୁଦା’, କମ୍‌ ଖର୍ଚ୍ଚରେ ଅଧାଘଣ୍ଟାରେ ହେବ କୋଭିଡ୍ ଟେଷ୍ଟ୍