୧୦ ଫେବ୍ରୁଆରୀ, ଶୁକ୍ରବାର: ଘର ଭଡ଼ାକୁ କେନ୍ଦ୍ର କରି ଝଗଡ଼ା ହୋଇପାରେ

ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଭାବି ଚିନ୍ତି କାମ କରିବା ଭଲ ହେବ ।

Rashi PhotoOR

Rashi

Niharika Rout
  • Published: Friday, 10 February 2023
  • Updated: 10 February 2023, 07:42 AM IST

Sports

Latest News

ମେଷ: ପାରିବାରିକ ଅସ୍ଥିରତା ଦେଖାଦେଇପାରେ। ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି । ହଠାତ୍ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ, ବିଦ୍ୟାର୍ଥୀମାନେ ଶୁଭ ଖବର ଶୁଣିପାରନ୍ତି।

ବୃଷ: ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ମନୋରଞ୍ଜନ, ଧାର୍ମିକ ଆଲୋଚନାରେ ଅଂଶଗ୍ରହଣ କରିବେ । କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମନ ଭାରାକ୍ରାନ୍ତ ରହିବ ।

ମିଥୁନ: ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିବା ଠିକ୍ ହେବ ନାହିଁ । ବନ୍ଧୁମିଳନ ଯୋଗ ରହିଛି। ବ୍ୟବସାୟ, ପରିବହନ ଦିଗରୁ ଲାଭବାନ୍ ହେବେ, ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ । କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।

କର୍କଟ: ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ବିବାଦୀୟ ଘଟଣା ଆପେ ଆପେ ପ୍ରଶମିତ ହେବ। ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଭାବି ଚିନ୍ତି କାମ କରିବା ଭଲ ହେବ ।

ସିଂହ: ଆତ୍ମୀୟସ୍ୱଜନ କିମ୍ବା ପାଖ ପଡ଼ୋଶୀଙ୍କଠାରୁ ସହଯୋଗ ଲାଭ କରି କାମଟିକୁ ପୂରା କରିପାରିବେ। ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଶୁଭଫଳ ପାଇବେ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ ।

କନ୍ୟା: ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ । ଏଣୁ ମନଟା ସାମୟିକ ଭାବରେ ଅଶାନ୍ତି ରହିବ । ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ।

ତୁଳା: ଜଗିରଖି ଚଳନ୍ତୁ । ଶାରୀରିକ ପୀଡ଼ା ଓ ମାନସିକ ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ। କାମ ଧନ୍ଦା ମାମଲାରେ ପରିସ୍ଥିତି ଭଲ ରହିବ । ଖେଳାଳିମାନେ ସୁନାମ ଅର୍ଜନ କରିବେ । ପାରିବାରିକ ଜୀବନ ସୁଖମୟ ହେବ ।

ବିଛା: ସମସ୍ତ ଦିଗରେ ସଫଳତା ହାସଲ କରିବେ । ଶତୃମାନେ ପରାଜିତ ହେବେ । ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ । କୌଣସି ଶୁଭ ଖବର ଶୁଣିପାରନ୍ତି। ବ୍ୟବସାୟ ପାଇଁ ନୂତନ ଚୁକ୍ତିପତ୍ର ସ୍ୱାକ୍ଷରିତ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ରହିବ ।

ଧନୁ: କାମ ପ୍ରତି ଉତ୍ସାହ ବୃଦ୍ଧି ପାଇବ । ଆର୍ଥିକ ଚିନ୍ତା ଦୂର ହେବ। ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ସହଯୋଗ କରିବେ।

ମକର: ମନୋବଳ ଦୃଢ଼ ରହିବ । ଯେକୌଣସି କାମ କରିବେ ସେଥିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ କୌଣସି ନୂଆ ଦାୟିତ୍ୱ ମିଳିପାରେ । ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।

କୁମ୍ଭ: ଆକସ୍ମିକ ଭାବେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି କରିପାରେ । ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅପ୍ରିୟ କଥାବାର୍ତ୍ତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ। ମାତ୍ର ପରିସ୍ଥିତି ବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି।

ମୀନ: ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି, ବହୁ ପ୍ରତୀକ୍ଷିତ ଖବର ପାଇପାରିବେ । ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଜୋରଦାର କରିପାରନ୍ତି । କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story