୧୦ ଜାନୁଆରୀ, ଗୁରୁବାର: ଆଖିରେ ଯନ୍ତ୍ରଣା ଅନୁଭବ କରିବେ

ମେଷ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ମିଥୁନ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିପାରନ୍ତି। ପେଟରେ ଯନ୍ତ୍ରଣା ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅଧିକ ପରିଶ୍ରମ କରିବେ। ସିଂହ: ତରବରିଆ ‍‍‍ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ପରିବାର ସଦସ୍ୟଙ୍କ […]

Rasi-Fala

Jyoshna Pradhan
  • Published: Thursday, 10 January 2019
  • , Updated: 10 January 2019, 07:35 AM IST

ମେଷ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

ମିଥୁନ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିପାରନ୍ତି। ପେଟରେ ଯନ୍ତ୍ରଣା ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅଧିକ ପରିଶ୍ରମ କରିବେ।

ସିଂହ: ତରବରିଆ ‍‍‍ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବୀପରିତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କନ୍ୟା: ଘରେ ହସଖୁସିର ବାତାବରଣ ରହିବ। ଶରୀର ସୁସ୍ଥ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିପାରେ।

ତୁଳା: ପିଲାଙ୍କ ନିଟକରୁ ଖୁସି ଖବର ଶୁଣିପାରନ୍ତି। ମନ ପ୍ରଫୁଲ୍ଲିତ ରହିବ। ବିବାହ ସ୍ଥିର ହୋଇପାରେ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ।  ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ଧନୁ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରାସ୍ତ କରିବେ। ଭାଗ୍ୟବୃଦ୍ଧି ହେବ।

ମକର: ଧନପ୍ରାପ୍ତି ଯୋଗ ରହିଛି। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

କୁମ୍ଭ: ମନରେ ଉତ୍ସାହ ରହିବ। ଈଶ୍ୱରଙ୍କୁ ଆରଧନା କରନ୍ତୁ। ନକାରାତ୍ମକ ଚିନ୍ତାଧାରା ଠାରୁ ଦୂରେଇ ରୁହନ୍ତୁ।

ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପଦୋନ୍ନତିର ଯୋଗ ରହିଛି। ବିଦେଶରୁ ଖୁସି ଖବର ଶୁଣିପାରନ୍ତି।

Related story