୧୦ ଜାନୁଆରୀ, ମଙ୍ଗଳବାର; ମନଗଢା କଥାକୁ ବିଶ୍ୱାସ କରନ୍ତୁ ନାହିଁ

ମେଷ: ସରକାରୀ ସ୍ତରରେ ସମ୍ମାନିତ ହେବେ। ରୋଜଗାର କ୍ଷେତ୍ରରେ ଲାଭବାନ ହେବେ। ସାମାନ୍ୟ ମାତ୍ରାରେ ଶାରୀରିକ ପୀଡା ଅନୁଭବ କରି ପାରନ୍ତି ।ନିକଟ ସମ୍ପର୍କୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ ।  ବୃଷ: ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ । ମାନସିକ ଅଶାନ୍ତି ଦେଖାଦେବ । ଗୁପ୍ତ ଶତୃମାନେ ହଇରାଣରେ ପକାଇ ପାରନ୍ତି, ସତର୍କ ରୁହନ୍ତୁ ।    ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ ଦେଖାଦେବ । ମିଥୁନ: କର୍ମକ୍ଷେତ୍ରରେ […]

Rashi

Rashi

Niharika Rout
  • Published: Tuesday, 10 January 2023
  • Updated: 10 January 2023, 07:50 AM IST

Sports

Latest News

ମେଷ: ସରକାରୀ ସ୍ତରରେ ସମ୍ମାନିତ ହେବେ। ରୋଜଗାର କ୍ଷେତ୍ରରେ ଲାଭବାନ ହେବେ। ସାମାନ୍ୟ ମାତ୍ରାରେ ଶାରୀରିକ ପୀଡା ଅନୁଭବ କରି ପାରନ୍ତି ।ନିକଟ ସମ୍ପର୍କୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ ।

 ବୃଷ: ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ । ମାନସିକ ଅଶାନ୍ତି ଦେଖାଦେବ । ଗୁପ୍ତ ଶତୃମାନେ ହଇରାଣରେ ପକାଇ ପାରନ୍ତି, ସତର୍କ ରୁହନ୍ତୁ ।    ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ ଦେଖାଦେବ ।

ମିଥୁନ: କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ଆଗକୁ ବଢିବେ। ନୂତନ କାର୍ଯ୍ୟ ଭାର ହାତକୁ ନେବେ। ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ। ଅନ୍ୟମାନଙ୍କ ମନଗଢା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ।

 କର୍କଟ : ବିଭିନ୍ନ କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଂଶସିତ ହେବେ । ଅଟକି ରହିଥିବା କାର୍ଯ୍ୟକୁ ପୁନର୍ବାର ଆରମ୍ଭ କରିବୋ  ଶାରୀରିକ ଅସୁସ୍ଥତା ଏବଂ ପାରିବାରିକ ଅଶାନ୍ତି ଦେଖାଦେଇ ପାରେ ।

ସିଂହ: ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ  ଦିଅନ୍ତୁ । ଆକସ୍ମିକ ଦୂରଯାତ୍ରା କରିପାରନ୍ତି। ପରିବାରରେ ମନାନ୍ତର ମତାନ୍ତର ଦେଖାଦେବ।

କନ୍ୟା : ସ୍ୱାସ୍ଥ୍ୟ ଭଲ ରହିବ, କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ବରଂ ବିଶ୍ୱାସ କରି ଉପକୃତ ହୋଇପାରନ୍ତି। ବନ୍ଧୁମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।

ତୁଳା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ବାଣିଜ୍ୟ, ବ୍ୟବସାୟ, ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ। ସରକାରୀ ସ୍ତରରୁ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।

ବିଚ୍ଛା: ସାଧାରଣ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଆଗରେ ନତମସ୍ତକ ହେବେ । ଦାମୀ ଯାନ ଏବଂ ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇପାରନ୍ତି । ଦାମ୍ପତ୍ୟ ସଂପର୍କରେ ପରସ୍ପର ପ୍ରତି ସମର୍ପିତ ହେବେ।

ଧନୁ: ସମ୍ପତ୍ତି ପ୍ରସଙ୍ଗରେ ସଫଳତା ମିଳିବା ସହ କ୍ୟାରିଅରରେ ବିଶେଷ ସଫଳତା ପାଇବେ । ସକାରାତ୍ମକ ଚିନ୍ତା ମନକୁ ଆସିବା ଫଳରେ ଘରେ ସୁଖ ଶାନ୍ତିର ପରିବେଶ ରହିବ । ଅନ୍ୟ ପ୍ରଭାବରେ ପ୍ରଭାବିତ ହୋଇ କୌଣସି ନିଷ୍ପତ୍ତି ନେବାଠାରୁ ଦୂରେଇ ରୁହନ୍ତୁ ।

ମକର: କର୍ମକ୍ଷେତ୍ରରେ ପଦୋନ୍ନତି ପାଇଁ ଟିକେ ଚିନ୍ତିତ ହୋଇପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ଉପରେ ଅଙ୍କୁଶ ଲଗେଇଲେ ଆର୍ଥିକ ସମସ୍ୟା ଦୂର ହୋଇଯିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ମୀନ: ଆପଣଙ୍କ ପାଇଁ ଦିନଟି ଲାଭପ୍ରଦ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।ବ୍ୟବସାୟରେ ଉନ୍ନତି କରିବା ସହିତ ଲାଭ ମଧ୍ୟ ପାଇବେ । ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story