୧୦ ଜାନୁଆରୀ, ବୁଧବାର: ପୂର୍ବ ଅପେକ୍ଷା ଆୟ ବୃଦ୍ଧି ପାଇବ

ପରିବାର ମଧ୍ୟରେ ଦେଖା ଦେଇଥିବା ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ ।

Rashi

Representational Image

Niharika Rout
  • Published: Wednesday, 10 January 2024
  • Updated: 10 January 2024, 07:26 AM IST

Sports

Latest News

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ ଅସମ୍ପୂର୍ଣ୍ଣ କାମକୁ ତ୍ୱରାନ୍ୱିତ କରି ଶେଷ କରିବା ସହିତ ସମ୍ମାନିତ ହେବେ। ପରିବାର ମଧ୍ୟରେ ଦେଖା ଦେଇଥିବା ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । ଶିଳ୍ପ ବାଣିଜ୍ୟ ବ୍ୟବସାୟରେ ଆଶାନୁରୂପ ସଫଳତା ହାସଲ କରିବେ ପୂର୍ବର ବକେୟା ଅର୍ଥ ହସ୍ତଗତ ହେବ ।

ବୃଷ: ପାରିବାରିକ ସମସ୍ୟାକୁ ନେଇ ମାନସିକ ଅସ୍ଥିରତା ଦେଖାଦେବ । ଏଣୁ ଜଗିରଖି ଚଳନ୍ତୁ, ଅପ୍ରିୟ ସତ କଥା କୁହନ୍ତୁ ନାହିଁ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ ସହଯୋଗ କରିବ ନାହିଁ। ଗୃହିଣୀମାନେ ନିଜର ଦକ୍ଷତା ପ୍ରତିପାଦନ କରି ପରିବାରରେ ପ୍ରଶଂସାର ପାତ୍ର ହେବେ ।

ମିଥୁନ:ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆର୍ଥିକ ସମସ୍ୟାର ସମାଧାନ ହେବ । ପୂର୍ବରୁ ଯେଉଁ କାର୍ଯ୍ୟ ସକାଶେ ଚିନ୍ତିତ ଥିଲେ ସାହାଯ୍ୟ ସହଯୋଗ ସହାନୁଭୂତି ପାଇ ସେଥିରେ ସଫଳତା ମିଳିବ । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

କର୍କଟ: ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ନଚେତ୍ ଅସୁବିଧାରେ ପଡିପାରନ୍ତି । ପରିବାରରେ ଛୋଟ କଥାକୁ ନେଇ ଅସନ୍ତୋଷ ଦେଖାଯିବାରୁ ମନ ଭଲ ରହିବ ନାହିଁ ।ବ୍ୟବସାୟରେ ଅଶାନୁସାରେ ଲାଭ ପାଇବେ ନାହିଁ କିନ୍ତୁ ବନ୍ଧୁ ସାହାଯ୍ୟ କରିବେ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ପରିବାରରେ ଛୋଟ ଛୋଟ କଥାକୁ ନେଇ ମନୋମାଳିନ୍ୟ, ସନ୍ଦେହ ଓ ଭୁଲ୍ ବୁଝାମଣା ଦେଖାଦେଇପାରେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ । ବିଳମ୍ବରେ ହେଲେ ମଧ୍ୟ କାର୍ଯ୍ୟ ହାସଲ କରିବେ । ପୁରାତନ ରୋଗର ଉପଶମ ହେବ । ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

କୁମ୍ଭ: ସାମାନ୍ୟ କଥାବାର୍ତ୍ତାକୁ ନେଇ ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ଏଣୁ ଜଗିରଖି ଚଳନ୍ତୁ । କର୍ମକ୍ଷେତ୍ରରେ ଯେତିକି ସୁବିଧା ସୁଯୋଗ ପାଇବା କଥା ସେଥିରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ। ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ।

ମୀନ: ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ । ପରିକ୍ଷାର୍ଥୀମାନ ଲିଖିତ ଓ ମୌଖିକ ପରୀକ୍ଷାରେ କୃତକାର୍ଯ୍ୟ ହେବା ସହିତ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ପୂର୍ବ ଅପେକ୍ଷା ଆୟ ବୃଦ୍ଧି ପାଇବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story