ମେଷ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଘରୁ ବାହାରନ୍ତୁ।
ବୃଷ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତି ଭଲ ରହିବ। କ୍ରୋଧକୁ ନିୟନ୍ତ୍ରଣ ରଖନ୍ତୁ।
କର୍କଟ: ଚାକିରିରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଲାଭବାନ ହେବେ। ବ୍ୟସ୍ତତା ଭିତରେ ଦିନ କଟିବ।
ତୁଳା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସୁସ୍ଥ ରହିବେ। ପରିବାରରେ ଲାଗି ରହିଥିବା ସମସ୍ୟା ଦୂର ହେବ।
ବିଚ୍ଛା: ମାନସିକ ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।
ଧନୁ: ଅସୁସ୍ଥ ଅନୁଭବ କରିବେ। କାମର ଚାପ ବଢ଼ିବ। ମହିଳାଙ୍କ ଠାରୁ ସହଯୋଗ ପାଇବେ।
ମକର: ଯାନବାହନ କିଣିପାରନ୍ତି। ପିଲାଙ୍କ ଠାରୁ ଶୁଭ ଖବର ଶୁଣିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।
କୁମ୍ଭ: ବ୍ୟସ୍ତତା ଭିତରେ ଦିନ କଟିବ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଉପହାର ମିଳିପାରେ। ମାନ-ସମ୍ମାନ ମିଳିବ।
ମୀନ: ପରିବାରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।