୧୦ ଜୁଲାଇ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ

ମେଷ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଘରୁ ବାହାରନ୍ତୁ। ବୃଷ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତି ଭଲ ରହିବ। କ୍ରୋଧକୁ ନିୟନ୍ତ୍ରଣ ରଖନ୍ତୁ। କର୍କଟ: ଚାକିରିରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। […]

444

Rakesh Mallick
  • Published: Tuesday, 10 July 2018
  • , Updated: 10 July 2018, 07:26 AM IST

ମେଷ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

ବୃଷ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତି ଭଲ ରହିବ। କ୍ରୋଧକୁ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ଚାକିରିରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଲାଭବାନ ହେବେ। ବ୍ୟସ୍ତତା ଭିତରେ ଦିନ କଟିବ।

ତୁଳା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସୁସ୍ଥ ରହିବେ। ପରିବାରରେ ଲାଗି ରହିଥିବା ସମସ୍ୟା ଦୂର ହେବ।

ବିଚ୍ଛା: ମାନସିକ ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଧନୁ: ଅସୁସ୍ଥ ଅନୁଭବ କରିବେ। କାମର ଚାପ ବଢ଼ିବ। ମହିଳାଙ୍କ ଠାରୁ ସହଯୋଗ ପାଇବେ।

ମକର: ଯାନବାହନ କିଣିପାରନ୍ତି। ପିଲାଙ୍କ ଠାରୁ ଶୁଭ ଖବର ଶୁଣିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନ କଟିବ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଉପହାର ମିଳିପାରେ। ମାନ-ସମ୍ମାନ ମିଳିବ।

ମୀନ: ପରିବାରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

 

Related story