୧୦ ଜୁନ, ଶନିବାର: ଅନ୍ୟ ପରାମର୍ଶ ଅପେକ୍ଷା ନିଜ ନିଷ୍ପତ୍ତି ଉପରେ ଗୁରୁତ୍ୱ ଦିଅନ୍ତୁ

ସ୍ୱାସ୍ଥ୍ୟ ସମସ୍ୟା ସମାଧାନ ହୋଇ ବହୁତ ଭଲ ରହିବ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁ ବାଧା ଦୂରେଇଯିବ ।

Rashi

Representational Image

Niharika Rout
  • Published: Saturday, 10 June 2023
  • Updated: 10 June 2023, 07:37 AM IST

ମେଷ: ସ୍ୱାସ୍ଥ୍ୟ ସମସ୍ୟା ସମାଧାନ ହୋଇ ବହୁତ ଭଲ ରହିବ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁ ବାଧା ଦୂରେଇଯିବ ।

ବୃଷ: ଅଚାନକ ଧନ ମିଳିବା ସହ ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପାଇବେ । ଅନ୍ୟମାନଙ୍କ ପରାମର୍ଶ ଅପେକ୍ଷା ନିଜ ନିଷ୍ପତ୍ତି ଉପରେ ଅଧିକ ପ୍ରାଧାନ୍ୟ ଦିଅନ୍ତୁ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ ।

ମିଥୁନ: ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ । ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କର୍କଟ: ହସ ଖୁସିରେ ଦିନଟି କାଟିବେ । କୈାଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ଆମଦାନୀ, ରପ୍ତାନୀ କାରବାରରେ ଲାଭବାନ ହେବେ । ବୁଦ୍ଧି, ବିବେକ ଓ ଜ୍ଞାନ ବଳରେ ପୂର୍ବ ସମସ୍ୟାର ସରଳ ସମାଧନ କରିବେ।

ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ । କାହା ସହିତ କଳହ ହୋଇପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବାରୁ ବନ୍ଧୁ ସାହାଯ୍ୟ କରିବେ ।

କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ପଡୋଶୀଙ୍କ ସହିତ ଉତ୍ତମ ବୁଝାମଣା ରହିବ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ। ସୁସ୍ୱାଦୁ ଭୋଜନ କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ ମିଳିବ । କିନ୍ତୁ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଲକ୍ଷ୍ୟ ସ୍ଥଳରେ ପହଁଞ୍ଚିବା ପାଇଁ କେହି ଜଣେ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ। ବିଦ୍ୟାର୍ଥି ମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ମକର: ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ। ପିତା ମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି। ଆୟ ବୃଦ୍ଧି ଘଟିବ, ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ ।

କୁମ୍ଭ: ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ବାହନ ଆଦି କ୍ରୟ କରିପାରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ଓ ଆୟର ସ୍ରୋତ ବୃଦ୍ଧି ହେବ । ଅଧିକାରୀ କାମରେ ପ୍ରସନ୍ନ ରହିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ।

ମୀନ: ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story