୧୦ ମାର୍ଚ୍ଚ, ଶୁକ୍ରବାର: ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ

ପାରିବାରିକ ସମସ୍ୟାକୁ ନେଇ ମନ ଅସ୍ଥିର ରହିବ। ମହିଳାମାନେ ବିଷାଦଗ୍ରସ୍ତ ହେବେ । ଯେଉଁମାନଙ୍କୁ ସାହାଯ୍ୟ ସହଯୋଗ କରିଥିଲେ ପରୋକ୍ଷରେ ସେମାନେ ଆପଣଙ୍କ ବିପକ୍ଷରେ ଯିବେ।

Rashi PhotoOR

Rashi

Niharika Rout
  • Published: Friday, 10 March 2023
  • Updated: 10 March 2023, 07:33 AM IST

Sports

Latest News

ମେଷ : ନୂତନ ନିଯୁକ୍ତି ମିଳିବାର ସମ୍ଭାବନା ରହିଛି । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍ ପରିଶ୍ରମ କରି ଶେଷରେ କୃତକାର୍ଯ୍ୟ ହେବେ।

ବୃଷ: ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କ ଠାରୁ ଅପମାନ ପାଇପାରନ୍ତି। ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ।

ମିଥୁନ: ପାରିବାରିକ ସମସ୍ୟାକୁ ନେଇ ମନ ଅସ୍ଥିର ରହିବ। ମହିଳାମାନେ ବିଷାଦଗ୍ରସ୍ତ ହେବେ । ଯେଉଁମାନଙ୍କୁ ସାହାଯ୍ୟ ସହଯୋଗ କରିଥିଲେ ପରୋକ୍ଷରେ ସେମାନେ ଆପଣଙ୍କ ବିପକ୍ଷରେ ଯିବେ। ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତମାନେ ସ୍ୱକର୍ମରେ ଅବହେଳା କରିବେ ।

କର୍କଟ: ଆଜି ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲରେ କଟିବ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ । ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ । ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସଂକେତ ମିଳିପାରେ।

ସିଂହ: ଦୈବୀ କୃପା ଲାଭ କରିବା ସହିତ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସ୍ୱାଦିଷ୍ଠ ଭୋଜନ ମିଳିବ । ସ୍ୱାସ୍ଥ୍ୟ ପ୍ରତି ଟିକେ ଧ୍ୟାନ ଦିଅନ୍ତୁ। ବରିଷ୍ଠ ବ୍ୟକ୍ତି, ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ।

କନ୍ୟା: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। କୌଣସି ଅନୁଷ୍ଠାନ ତରଫରୁ ଆପଣଙ୍କୁ କୌଣସି ବଡ଼ ଦାୟିତ୍ୱ ମିଳିବ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। ବିଦ୍ୟାର୍ଥୀମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ, ବ୍ୟବସାୟୀମାନେ ଲାଭବାନ ହେବେ। ଯାନବାହନ ପ୍ରାପ୍ତିର ଯୋଗ ରହିଛି।ବନ୍ଧୁଙ୍କ ସହଯୋଗରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରିବେ ।

ବିଛା: ମନରେ ଧାର୍ମିକ ଚିନ୍ତାଧାରା ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ଆଇନକାନୁନ ମାମଲାରେ ସହଜରେ ସମାଧାନର ବାଟ ଫିଟିବ ।

ଧନୁ: ଆର୍ଥିକ ଲାଭ ପାଇଁ ଦିନଟି ଭଲ ରହିବ । କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର : ବହୁଦିନର ଆଶା ପୂରଣ ହେବ । ବାଣିଜ୍ୟ ଓ ବ୍ୟବସାୟରେ ଆୟ ମଧ୍ୟମ ହେବ। ଯଶ, ମାନ ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ। ମହିଳାମାନେ ପରିବାରର ଆଦର ପାଇବେ ।

କୁମ୍ଭ : ଅଟକିଥିବା କାମକୁ ପୁଣି ଆରମ୍ଭ କରି ସମ୍ପୂର୍ଣ୍ଣ କରିବେ। ବ୍ୟବସାୟରେ ଆୟ ବୃଦ୍ଧି ଘଟିବ । ପୂର୍ବର ଯୋଜନାକୁ ପରିବର୍ତ୍ତିତ କରି ପ୍ରଶଂସିତ ହେବେ। ବକେୟା ଅର୍ଥ ଆଦାୟ ପାଇଁ ଦିନଟି ଅନୁକୂଳ ରହିବ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

ମୀନ: ଆକସ୍ମିକ ଧନଲାଭର ଯୋଗ ରହିଛି। ଶାରୀରିକ, ମାନସିକ ଓ ପାରିବାରିକ ଅଭିବୃଦ୍ଧି ଘଟିବ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଯାତ୍ରାରେ ଶୁଭଫଳ ମିଳିବ, ମହିଳାମାନେ ଆନନ୍ଦିତ ହେବେ । ବିଦ୍ୟାର୍ଥୀମାନଙ୍କୁ ସଫଳତା ମିଳିବ । ବିଦ୍ୟାକ୍ଷେତ୍ରରେ ପରିଶ୍ରମ ଜାରି ରଖିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story