୧୦ ମେ’, ଶୁକ୍ରବାର: ଅଧିକ ପରିଶ୍ରମ କରିପାରନ୍ତି

ମେଷ:  ଦିନଟି ଭଲରେ କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ତୀର୍ଥଯାତ୍ରାର ଯୋଗ ରହିଛି। ବୃଷ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ପରିବାରର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତିବ। ମାନ-ସମ୍ମାନ ବିଢ଼ିବ। ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚାକିରି ଓ ବ୍ୟବସାୟ କ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କର୍କଟ: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଶୁଭ ଖବର ଶୁଣିପାରନ୍ତି। ଆର୍ଥିକ ସ୍ଥିତି ଭଲ […]

astro

Jyoshna Pradhan
  • Published: Friday, 10 May 2019
  • , Updated: 10 May 2019, 07:24 AM IST

ମେଷ:  ଦିନଟି ଭଲରେ କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ତୀର୍ଥଯାତ୍ରାର ଯୋଗ ରହିଛି।

ବୃଷ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ପରିବାରର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତିବ। ମାନ-ସମ୍ମାନ ବିଢ଼ିବ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚାକିରି ଓ ବ୍ୟବସାୟ କ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କର୍କଟ: ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଶୁଭ ଖବର ଶୁଣିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ସିଂହ: କଥା ଓ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିପାରେ।

କନ୍ୟା:  ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ମନ ଖୁସିରହିବ। ଚାକିରି କରିଥିବା ବ୍ୟକ୍ତିଙ୍କ ପଦୋନ୍ନତି ହେବାର ସମ୍ଭାବନା ରହିଛି।

ବିଛା: ଅଳସୁଆ ଅନୁଭବ କରିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପେଟରେ  ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।

କୁମ୍ଭ: ଅଧିକ ପରିଶ୍ରମ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

Related story