୧୦ ନଭେମ୍ୱର, ଶନିବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ

ମେଷ: ଚିନ୍ତିତ ରହିବେ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୃଷ: ବ୍ୟବସାୟରେ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କର୍କଟ:ଖର୍ଚ୍ଚ ବଢ଼ିବ। ଯାତ୍ରା କରନ୍ତୁ ନାହିଁ। ଖାଦ୍ୟପେୟର ଧ୍ୟାନ ରଖନ୍ତୁ। ବୈଦ୍ଧିକ ଚର୍ଚ୍ଚାରୁ ଦୂରେଇ ରୁହନ୍ତୁ। ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କନ୍ୟା: ମନ […]

Rasi-Fala

Rasi-Fala

Jyoshna Pradhan
  • Published: Saturday, 10 November 2018
  • Updated: 10 November 2018, 07:44 AM IST

Sports

Latest News

ମେଷ: ଚିନ୍ତିତ ରହିବେ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ବ୍ୟବସାୟରେ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ:ଖର୍ଚ୍ଚ ବଢ଼ିବ। ଯାତ୍ରା କରନ୍ତୁ ନାହିଁ। ଖାଦ୍ୟପେୟର ଧ୍ୟାନ ରଖନ୍ତୁ। ବୈଦ୍ଧିକ ଚର୍ଚ୍ଚାରୁ ଦୂରେଇ ରୁହନ୍ତୁ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ମନ ପ୍ରଫୁଲ୍ଲିତ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପରିବାରରେ ହସ ଖୁସିର ବାତାବରଣ ରହିବ। ଧନହାନୀର ଯୋଗ ରହିଛି।

ଧନୁ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କ୍ୟାରିଅରରେ ସୁଧାର ଆସିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ମକର: ଉପହାର ମିଳିବ। ଘର ପାଇଁ ଜିନିଷ କିଣି ପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି।

 କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

 ମୀନ: ବିପରୀତ ଲିଙ୍ଗ ପ୍ରତି ଆକୃଷ୍ଟ ହେବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଯୋଜନା ଅନୁସାରେ କାର୍ଯ୍ୟ କରିବେ।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos