୧୦ ନଭେମ୍ୱର, ଶନିବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ

ମେଷ: ଚିନ୍ତିତ ରହିବେ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ବ୍ୟବସାୟରେ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ:ଖର୍ଚ୍ଚ ବଢ଼ିବ। ଯାତ୍ରା କରନ୍ତୁ ନାହିଁ। ଖାଦ୍ୟପେୟର ଧ୍ୟାନ ରଖନ୍ତୁ। ବୈଦ୍ଧିକ ଚର୍ଚ୍ଚାରୁ ଦୂରେଇ ରୁହନ୍ତୁ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ମନ ପ୍ରଫୁଲ୍ଲିତ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପରିବାରରେ ହସ ଖୁସିର ବାତାବରଣ ରହିବ। ଧନହାନୀର ଯୋଗ ରହିଛି।

ଧନୁ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କ୍ୟାରିଅରରେ ସୁଧାର ଆସିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ମକର: ଉପହାର ମିଳିବ। ଘର ପାଇଁ ଜିନିଷ କିଣି ପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି।

 କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

 ମୀନ: ବିପରୀତ ଲିଙ୍ଗ ପ୍ରତି ଆକୃଷ୍ଟ ହେବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଯୋଜନା ଅନୁସାରେ କାର୍ଯ୍ୟ କରିବେ।