୧୦ ଅକ୍ଟୋବର, ବୁଧବାର: ଏହି ରାଶିର ଲୋକେ ଗୁଡ଼ ଖାଇ ବାହାରକୁ ଯାଆନ୍ତୁ

ମେଷ: ଦିନଟି ଆଜି ଖୁସିରେ କଟିବ। ଚାକିରି କ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବୃଷ: ଅଟକି ରହିଥିବା କାମ ଆଜି ପୂରା ହେବ। ଧନପ୍ରାପ୍ତିର ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ପରିବାର ଲୋକଙ୍କ ସହ ଖୁସିରେ ଦିନଟି କାଟିବେ। କର୍କଟ: କୌଣସି କଥାକୁ ନେଇ […]

Rasi-Fala-2-1-1

Rasi-Fala-2-1-1

Tapaswini Nayak
  • Published: Wednesday, 10 October 2018
  • Updated: 10 October 2018, 07:50 AM IST

Sports

Latest News

ମେଷ: ଦିନଟି ଆଜି ଖୁସିରେ କଟିବ। ଚାକିରି କ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ।

ବୃଷ: ଅଟକି ରହିଥିବା କାମ ଆଜି ପୂରା ହେବ। ଧନପ୍ରାପ୍ତିର ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ପରିବାର ଲୋକଙ୍କ ସହ ଖୁସିରେ ଦିନଟି କାଟିବେ।

କର୍କଟ: କୌଣସି କଥାକୁ ନେଇ ଚିନ୍ତାରେ ରହିପାରନ୍ତି। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହେବ। ମାନ-ସମ୍ମାନ ବଢ଼ି଼ବ। ସନ୍ତାନସନ୍ତତିଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଯାନବାହାନ ଦୁର୍ଘଟଣାରୁ ଦୂରେଇ ରୁହନ୍ତୁ। ନୂଆ ଗାଡ଼ି କିଣି ପାରନ୍ତି।

ତୁଳା: ପୂର୍ବରୁ ଲାଗି ରହିଥିବା ସମସ୍ୟା ଆଜି ସାମାଧାନ ହୋଇପାରେ। ବ୍ୟବସାୟରେ ଅଧିକ ଲାଭ ହେବ। ଧନପ୍ରାପ୍ତି ଯୋଗ ରହିଛି।

ବିଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କାହାଠାରୁ ଧାର ଉଧାର କରନ୍ତୁ ନାହିଁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ଆଜି ଦିନଟି ଭଲରେ କଟିବ। କ୍ୟାରିଅରରେ ସଫଳତା ମିଳିବ। ମାନ-ସମ୍ମାନ ବଢ଼ିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି।

ମକର: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ବାହାରକୁ ବୁଲିବାକୁ ଯାଇପାରନ୍ତି। ପ୍ରିୟ ବନ୍ଧୁଙ୍କ ସହ ଦେଖା ହୋଇପାରେ।

କୁମ୍ଭ: ସ୍ୱାସ୍ଥ୍ୟ ଭଲ ରହିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। କ୍ୟାରିଅରେ ସଫଳତା ମିଳିବ। ନୂଆ ସମ୍ପତ୍ତି କିଣିପାରନ୍ତି।

ମୀନ: ପରିବାରରେ କୌଣସି କଥାକୁ ନେଇ ଅଶାନ୍ତି ସୃଷ୍ଟି ହୋଇପାରେ। ଶରୀର କୌଣସି ସ୍ଥାନରେ ଆଘାତ ଲାଗିପାରେ। ସତର୍କ ରୁହନ୍ତୁ। ଗୁଡ଼ ଖାଇ ବାହାରକୁ ଯାଆନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos