୧୧ ଅଗଷ୍ଟ, ଗୁରୁବାର: କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ବୃଦ୍ଧି ହେବେ

ମେଷ: ପାରିବାରିକ ସମସ୍ୟାକୁ ନେଇ ଯେଉଁ ବିବାଦ ଥିଲା, ତାହା ସମାଧାନ ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ହସଖୁସିରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ରରେ ଉନ୍ନତି ହେବ। ବୃଷ: ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବା ସହିତ ପାରିବାରିକ ଜୀବନ ସୁଖପ୍ରଦ ହେବ। ବହୁ ଦିନର ସମସ୍ୟାକୁ ନେଇ ମନରେ ବ୍ୟସ୍ତ ବିବ୍ରତ ଜାଗ୍ରତ ହେବ। ସ୍ୱାସ୍ଥ୍ୟହାନି ଦେଖାଯିବ। ସାଂସ୍କୃତିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ। ମିଥୁନ:କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ବୃଦ୍ଧି ହେବେ। ଅପମାନ ପାଇବାର ଯୋଗ […]

RASI

RASI

Tapaswini Nayak
  • Published: Thursday, 11 August 2022
  • Updated: 11 August 2022, 07:58 AM IST

Sports

Latest News

ମେଷ: ପାରିବାରିକ ସମସ୍ୟାକୁ ନେଇ ଯେଉଁ ବିବାଦ ଥିଲା, ତାହା ସମାଧାନ ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ହସଖୁସିରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ରରେ ଉନ୍ନତି ହେବ।

ବୃଷ: ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବା ସହିତ ପାରିବାରିକ ଜୀବନ ସୁଖପ୍ରଦ ହେବ। ବହୁ ଦିନର ସମସ୍ୟାକୁ ନେଇ ମନରେ ବ୍ୟସ୍ତ ବିବ୍ରତ ଜାଗ୍ରତ ହେବ। ସ୍ୱାସ୍ଥ୍ୟହାନି ଦେଖାଯିବ। ସାଂସ୍କୃତିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ।

ମିଥୁନ:କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ବୃଦ୍ଧି ହେବେ। ଅପମାନ ପାଇବାର ଯୋଗ ରହିଛି।ସ୍ୱାସ୍ଥ୍ୟଜନିତ ସମସ୍ୟା ପାଇଁ ଅର୍ଥ ବ୍ୟୟ ହେବ। ଦୂରସ୍ଥାନକୁ ଯିବା ବେଳେ ସାବଧାନ ସହିତ ଯାଆନ୍ତୁ।

କର୍କଟ:ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ସୁସ୍ୱାଦୁ ଭୋଜନ କରିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ। ଶୁଭ ଖବର ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପାଠପଢାରେ ଉନ୍ନତି କରିବେ।

ସିଂହ:ଆଜି କାହା ସହିତ କଳହ କରନ୍ତୁ ନାହିଁ। ନଚେତ୍ ନିଜେ ଅସୁବିଧାରେ ପଡିବେ। ଦୂରସ୍ଥାନକୁ ଗଲାବେଳେ ସାବଧାନ ସହିତ ଯାଆନ୍ତୁ। କଳା ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ମାନସମ୍ମାନ ପାଇବେ।

କନ୍ୟା:କାର୍ଯ୍ୟଦକ୍ଷତାକୁ ଦେଖି ବନ୍ଧୁମାନେ ପ୍ରଶଂସା ଓ ସାହାଯ୍ୟ କରିବା ପାଇଁ କଥା ଦେବେ। ସାମାଜିକ କ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଦୂରସ୍ଥାନକୁ ଯାତ୍ରା କରିବେ। ଭବିଷ୍ୟତ ପାଇଁ ସୁନ୍ଦର ଯୋଜନା ପ୍ରସ୍ତୁତ କରିବେ।

ତୁଳା: ଶାରିରୀକ ସୁସ୍ଥତା ଦେଖାଦେବା ସହ ମାନସିକ ଶାନ୍ତି ମିଳିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ।

ବିଚ୍ଛା: ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟାଗୁଡ଼ିକ ସମାଧାନ ହେବ ଓ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ ।

ଧନୁ: ଦୀର୍ଘ ଦିନରୁ ଅଟକି ରହିଥିବା କାମ ଶେଷ ହେବ । ଦୃଢ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି ଆଗକୁ ବଢିପାରିବେ। କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍  ।

ମକର: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ।  ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ ।

କୁମ୍ଭ: ଆଜି ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିକ ସମସ୍ୟାର ସମାଧାନ ଘଟିବ ।ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

ମୀନ: କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story