ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କୁ ସମ୍ମାନ କରନ୍ତୁ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି।
ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କର୍ଯ୍ୟ ସଂପୂର୍ଣ୍ଣ କରିବେ।
ମିଥୁନ: ବ୍ୟବସାୟରେ ଆଶାମୁତାବାକ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ବିବାହ ସ୍ଥିର ହୋଇପାରେ।
କର୍କଟ: ଦିନଟି ଭଲରେ କଟିବ। ପଦୋନ୍ନତିର ଯୋଗ ରହିଛି। ଧନପ୍ରାପ୍ତି ଯୋଗ ରହିଛି।
ସିଂହ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
କନ୍ୟା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।
ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।
ବିଚ୍ଛା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ଣରେ ଖୁସି ଖବର ଶୁଣିପାରନ୍ତି।
ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।
ମକର: ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ଉପହାର ପାଇପାରନ୍ତି। ଶତ୍ରୁଙ୍କଠାରୁ ବିଜୟୀ ହେବେ।
କୁମ୍ଭ: ଈଶ୍ୱରଙ୍କୁ ଆରାଧନା କରନ୍ତୁ। ଘର ପାଇଁ ନୂତନ ଜିନିଷ କିଣି ପାରନ୍ତି। ଯାତ୍ରା କରନ୍ତୁ ନାହିଁ।
ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଜୀବନସାଥୀଙ୍କ ସହଯୋଗ ମିଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।