୧୧ ଫେବୃଆରୀ, ସୋମବାର: ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କୁ ସମ୍ମାନ କରନ୍ତୁ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କର୍ଯ୍ୟ ସଂପୂର୍ଣ୍ଣ କରିବେ। ମିଥୁନ: ବ୍ୟବସାୟରେ ଆଶାମୁତାବାକ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ବିବାହ ସ୍ଥିର ହୋଇପାରେ। କର୍କଟ: ଦିନଟି ଭଲରେ କଟିବ। ପଦୋନ୍ନତିର ଯୋଗ ରହିଛି। ଧନପ୍ରାପ୍ତି ଯୋଗ ରହିଛି। ସିଂହ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ […]

Rasi-Fala-2

Jyoshna Pradhan
  • Published: Monday, 11 February 2019
  • , Updated: 11 February 2019, 07:33 AM IST

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କୁ ସମ୍ମାନ କରନ୍ତୁ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି।

ବୃଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କର୍ଯ୍ୟ ସଂପୂର୍ଣ୍ଣ କରିବେ।

ମିଥୁନ: ବ୍ୟବସାୟରେ ଆଶାମୁତାବାକ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ବିବାହ ସ୍ଥିର ହୋଇପାରେ।

କର୍କଟ: ଦିନଟି ଭଲରେ କଟିବ। ପଦୋନ୍ନତିର ଯୋଗ ରହିଛି। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ  କରିପାରନ୍ତି।

କନ୍ୟା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ଣରେ ଖୁସି ଖବର ଶୁଣିପାରନ୍ତି।

ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ଉପହାର ପାଇପାରନ୍ତି। ଶତ୍ରୁଙ୍କଠାରୁ ବିଜୟୀ ହେବେ।

କୁମ୍ଭ:  ଈଶ୍ୱରଙ୍କୁ ଆରାଧନା କରନ୍ତୁ। ଘର ପାଇଁ ନୂତନ ଜିନିଷ କିଣି ପାରନ୍ତି। ଯାତ୍ରା କରନ୍ତୁ ନାହିଁ।

ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଜୀବନସାଥୀଙ୍କ ସହଯୋଗ ମିଳିବ।

Related story