୧୧ ମାର୍ଚ୍ଚ, ସୋମବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସମୟ ବିତାଇବେ। ମିଥୁନ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ମାନ-ସମ୍ମାନ ବଢ଼ିବ। ପଦୋନ୍ନତିର ଯୋଗ ରହିଛି। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିବ। ସିଂହ: […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-3

Tapaswini Nayak
  • Published: Monday, 11 March 2019
  • Updated: 11 March 2019, 07:31 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସମୟ ବିତାଇବେ।

ମିଥୁନ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ମାନ-ସମ୍ମାନ ବଢ଼ିବ। ପଦୋନ୍ନତିର ଯୋଗ ରହିଛି।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିବ।

ସିଂହ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। କାହାକୁ ଋଣ ଦିଅନ୍ତୁ ନାହିଁ। ସୁନା,ରୁପା ଅଳଙ୍କାର କିଣିପାରନ୍ତି।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି।

ତୁଳା: ଆଜି ତରବରିଆ ଭାବରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ପରିବାରର କୌଣସି ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ଧନୁ: ପିଲାଙ୍କ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମକର: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ।

କୁମ୍ଭ: ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ମୀନ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story